Browsing Category

ରାଜ୍ୟ

ହୀରାକୁଦ ଜଳଭଣ୍ଡାରରରୁ ଖୋଲିଲା ୪ ଗେଟ୍‌

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରରୁ ଶୁକ୍ରବାର ଆଉ ୪ଟି ଗେଟ୍‌ ଖୋଲିଯାଇଛି। ବିର୍ତ୍ତମାନ ୮ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି। ବାମ ପାର୍ଶ୍ୱର ୫ଟି ଓ ଡାହାଣ ପାର୍ଶ୍ୱର ୩ଟି ସ୍ଲୁଇସ ଗେଟ୍‌ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ଅପରପକ୍ଷରେ ଜଳଭଣ୍ଡାର
Read More...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଗୁରୁବାର ଉତ୍ତର ବଙ୍ଗୋପସାଗରରେ ଲଘୁଚାପ  ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ (ଆଇଏମ୍‌ଡି) ଏହି ପୂର୍ବାନୁମାନ କରିଛି।  ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି
Read More...

ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର…

ଭୁବନେଶ୍ୱର,୨୩/୭ : ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାପଡ଼ିଛି ଯେ, ଘଟଗାଁ
Read More...

ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ଏକ ଦୁଃଖଦ ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ, ପୁରୀ, କେନ୍ଦୁଝର ଏବଂ କଟକ ଜିଲାରେ ଏହି ଅଘଟଣଗୁଡ଼ିକ ଘଟିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମହୁଲପଡ଼ା ନିକଟସ୍ଥ ବଳଦିଆ
Read More...

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ, ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

ଭୁବନେଶ୍ୱର; ଓଡିଆ, ବଙ୍ଗଳା, ଅହମିଆ, ସାନ୍ତାଳୀ, ବୋଡୋ, ମଣିପୁରୀ, ନେପାଳୀ, ମୈଥିଳି ଆଦି ପୂର୍ବାଞ୍ଚଳୀୟ ଭାଷାରେ ସୃଷ୍ଟି ହୋଇଛି ଅଗଣିତ କାଳଜୟୀ ସାରସ୍ବତ କୃତି। ଗଦ୍ୟ, ପଦ୍ୟ, ନାଟକ ତଥା ସମାଲୋଚନା କ୍ଷେତ୍ରରେ ଏସବୁ ଭାଷାର ସାମୂହିକ ଅବଦାନ ଭାରତୀୟ ସାହିତ୍ୟ ଭଣ୍ଡାରକୁ ସମୃଦ୍ଧ କରିଛି।
Read More...

ରାସ୍ତା ଦୁର୍ଘଟଣାରେ ଜଣେ ମୃତ, ରାସ୍ତା ଅବରୋଧ

ବଲାଙ୍ଗୀର - ଏନ୍ ଏଚ୍ 57 ପୁଇନ୍ତଲା ବ୍ଳକ ପାଖରେ ଏକ ହାଇଓ୍ବା ଧକ୍କାରେ ପୁଇନ୍ତଲା ଗ୍ରାମର ସର୍ବେଶ୍ଵର ସୁଗ୍ରୀଙ୍କ ମୃତ୍ୟୁବରଣ ହୋଇଥିଲା। ଏ ଘଟଣାରୁ ଲୋକେ ରାସ୍ତା ଅବରୋଧ କରିଥିଲେ । ଫଳରେ ଯାତାୟାତ 2ଘଣ୍ଟା ରୁ ଅଧିକ ଠପ୍ ହୋଇଥିଲା। ରାସ୍ତାରେ ଟାୟାର ଜାଳି ଆନ୍ଦୋଳନକାରୀ ମୃତକଙ୍କ
Read More...

ରଦ୍ଦ ହେଲା ଉତ୍କଳ ବିଶ୍ଵବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ନିଯୁକ୍ତି

ଭୁବନେଶ୍ୱର: ରଦ୍ଦ ହେଲା ଉତ୍କଳ ବିଶ୍ଵବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ନିଯୁକ୍ତି । ଭାରପ୍ରାପ୍ତ କୁଳପତି ଭାବେ ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କ ନିଯୁକ୍ତିକୁ କୁଳାଧିପତି ରଦ୍ଦ କରିଛନ୍ତି । ଜୁଲାଇ ୨୨ରେ କୁଳାଧିପତି ରଦ୍ଦ କରିଥିବା ନେଇ ହାଇକୋର୍ଟଙ୍କୁ ଅବଗତ କଲେ ଆଡଭୋକେଟ ଜେନେରାଲ ।
Read More...

ଓଆଇଏସଏଫ ପାଇଁ ଗଠନ ହେବ ଆଉ ୨ଟି ବାଟାଲିଅନ

ଭୁବନେଶ୍ବର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି
Read More...

ଭିଜିଲାନ୍ସ ଜାଲରେ ବିଏମ୍‌ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର: ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ। ବିଏମ୍‌ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ କରିଛି ଭିଜିଲାନ୍ସ।
Read More...

ଓଡ଼ିଶାର ସବୁ ସ୍କୁଲରେ ଲାଗିବ ସିସିଟିଭି

ଭୁବନେଶ୍ୱର,୨୩।୭: CBSE ସ୍କୁଲ ଭଳି ଓଡ଼ିଶାର ସବୁ ସ୍କୁଲରେ ଲାଗିବ ସିସିଟିଭି। ଏନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଛାତ୍ରୀଙ୍କ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି ସରକାର। ରାଜ୍ୟର ସବୁ ସ୍କୁଲରେ ଆଇସିସି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି
Read More...