Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ରନ୍ଧାମଦ ଓ ମହୁଲ ଫୁଲ ଜବତ,୨ କୋର୍ଟ ଚାଲାଣ
ପାଟଣାଗଡ଼ : ପାଟଣାଗଡ଼ ଅବକାରୀ ବିଭାଗ ପୃଥକ୍ ପୃଥକ୍ ସ୍ଥାନରେ ଚଢାଉ କରି ରନ୍ଧା ମହୁଲି ମଦ ସହ ମହୁଲ ଫୁଲ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ମଧ୍ୟରୁ ଜଣେ ହେଲେ ଲରମ୍ଭା ଥାନା ଗଡିଆଜୋର ଗାଁ ମେଘ ମେହେର(୪୦ )ଓ ଅଏଁଲାତୁଙ୍ଗା ଗ୍ରାମରେ କୃଷ୍ଣ ବରିହା (୪୩) । ମେଘ ଓ!-->…
Read More...
Read More...
ବାଲି ହରଚଣ୍ଡି ରଜ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ
ପୁରୀ : ପ୍ରସିଦ୍ଧ ବାଲି ହରଚଣ୍ଡି ରଜ ଉତ୍ସବ ଚଳିତ ମାସ ୧୪ ରୁ ୧୭ ତାରିଖ ପର୍ଯ୍ୟନ୍ତ ବାଲି ହରଚଣ୍ଡି ପୀଠରେ ଅନୁଷ୍ଠିତ ହେବ । ବିଗତ ଦୁଇ ବର୍ଷ ଧରି କରୋନା ପାଇଁ ଏହି ଉତ୍ସବ ବନ୍ଦ ରହିଥିବା ବେଳେ ଚଳିତ ବର୍ଷ କରୋନାର ପ୍ରକୋପ ହ୍ରାସ ପାଇଥିବାରୁ ଉତ୍ସବ ପାଳନ ପାଇଁ ସ୍ଥିର ହୋଇଛି । ଏହି!-->…
Read More...
Read More...
ଶୀତଳଷଷ୍ଠୀ ଯାତ୍ରାରେ ସାମିଲ ହେବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର : କେନ୍ଦ୍ର ସରକାରଙ୍କ ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କର ଦୁଇ ଦିନିଆ ଗସ୍ତରେ ଆଜି ସମ୍ବଲପୁର ଆସିଛନ୍ତି । ଆଜି ପ୍ରାତଃ ତପସ୍ୱିନୀ ଏକ୍ସପ୍ରେସ ଯୋଗେ ରାଜଧାନୀ ଭୁବନେଶ୍ୱରରୁ ଏଠାକୁ ଆସି ପହଞ୍ଚିଲା ପରେ ସମ୍ବଲପୁର ରେଲ ଷ୍ଟେସନରେ ତାଙ୍କୁ ଭବ୍ୟ!-->…
Read More...
Read More...
ନବୀନଙ୍କ ନୂଆ କ୍ୟାବିନେଟ : ଶପଥ ନେଲେ ୧୩ କ୍ୟାବିନେଟ୍ ଓ ୮ଜଣ ରାଷ୍ଟ୍ରମନ୍ତ୍ରୀ
ଭୁବନେଶ୍ବର: ରବିବାର ଦିନ ପୂର୍ବାହ୍ନ ୧୧ଟା ୪୫ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଲୋକସେବା ଭବନର କନ୍ଭେନସନ୍ ହଲରେ ଏଥିପାଇଁ ଭବ୍ୟ ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନା୍ୟକଙ୍କ ଉପସ୍ଥିତିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ!-->…
Read More...
Read More...
ଅନୁଷ୍ଠିତ ହେଲା ଯୋଗେଶ୍ୱର ଦେବଙ୍କ ବିବାହ ଉତ୍ସବ
ଦଶପଲ୍ଲା : ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍ ବାଣୀଗୋଛାର ପ୍ରସିଦ୍ଧ ସ୍ୱୟଂମ୍ଭୁ ଶୈବପୀଠ ବାବା ଯୋଗେଶ୍ୱର ମହାଦବଙ୍କ ବିବାହ ଉତ୍ସବ ପ୍ରତିବର୍ଷପରି ଏବର୍ଷ ମଧ୍ୟ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ୱତ୍ରୀୟ ବ୍ରାହ୍ମଣମାନେ ବୈଦିକ ମନ୍ତ୍ର ଉଚ୍ଚାରଣ ପୂର୍ବକ ବିବାହ କାର୍ଯ୍ୟ!-->…
Read More...
Read More...
କ.ନୂଆଗାଁ ବ୍ଲକରେ ଜଳକଷ୍ଟ,ଦୂଷିତ ଗୋଳିଆ ଚୂଆ ପାଣି ଗ୍ରାମବାସୀଙ୍କ ଭରସା
ବାଲିଗୁଡ଼ା: ସରକାରଙ୍କ ବହୁଧା ଯୋଜନା ଫେଲ୍ । ଗ୍ରାମବାସୀଙ୍କୁ ମିଳୁନି ବିଶୁଦ୍ଧ ପାନୀୟ ଜଳ । ଦୂଷିତ ଚୁଆ ପାଣି ମେଣ୍ଟାଉଛି ଗ୍ରାମବାସୀଙ୍କ ତୃଷ୍ଣା । ଏଭଳି ଘଟଣା ସାମ୍ନାକୁ ଆସିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ନିଜ ବ୍ଲକ୍ କ.ନୁଆଗାଁ ବ୍ଲକ ଅନ୍ତର୍ଗତ!-->…
Read More...
Read More...
ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ପରିବେଶ ସଚେତନତା ହୋର୍ଡିଙ୍ଗ ଉଦଘାଟିତ
ପାରଳାଖେମୁଣ୍ଡି : ସେଣ୍ଟର ଅଫ ଏନ୍ଭାରୋନମେଣ୍ଟ ଷ୍ଟାଡିସ, ଓଡିଶା ସରକାରଙ୍କ ଆନୁକୂଲ୍ୟରେ ଓ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ସହାୟତାରେ ପରିବେଶ ସଂପର୍କିତ ସଚେତନତା ହୋର୍ଡିଙ୍ଗ ଭାରପ୍ରାପ୍ତ ଜିଲ୍ଲା ଜଙ୍ଗଲ!-->…
Read More...
Read More...
ସୁବର୍ଣ୍ଣପୁର ଜିଲ୍ଲାରେ ବାଲ୍ୟ ବିବାହକୁ ରୋକିବା ନିମନ୍ତେ ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚର ବୈଠକ
ସୁବର୍ଣ୍ଣପୁର : ଜ଼ିଲ୍ଲା ପ୍ରଶାସନ, ଏକ୍ସନ ଏଡ୍ ଓ ୟୁନିସେଫ ଓଡିଶାର ମିଳିତ ଆନୁକୂଲ୍ୟରେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଆବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚର ୨ୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ!-->…
Read More...
Read More...
ବିଜେପି ପକ୍ଷରୁ ସେବା ସୁଶାସନ ଓ ଗରିବ କଲ୍ୟାଣ ପର୍ବ ଆରମ୍ଭ
ଫୁଲବାଣୀ: କନ୍ଧମାଳ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ସେବା ସୁଶାସନ ଓ ଗରିବ କଲ୍ୟାଣ ପର୍ବ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମ ଜୁନ ୧ରୁ ଆରମ୍ଭ ହୋଇ ୧୫ ଦିନ ବ୍ୟାପୀ ଚାଲିବ । କେନ୍ଦ୍ର ସରକାରଙ୍କ ଦ୍ୱିତୀୟ ପାଳିର ତୃତୀୟ ବର୍ଷ ଉପଲକ୍ଷେ ସାରା ଦେଶରେ ସେବା ସୁଶାସନ ଓ ଗରୀବ କଲ୍ୟାଣ!-->…
Read More...
Read More...
ଓଜେୟୁର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ,ଶିବ ଶଙ୍କର ତ୍ରିପାଠୀ ଜିଲ୍ଲା ସଭାପତି ଓ ଜାନକୀ କାନ୍ତ ବିଷୋୟୀ ସଂପାଦକ…
ନବରଙ୍ଗପୁର: ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ସମ୍ମିଳନୀ କକ୍ଷ ଠାରେ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ନବରଙ୍ଗପୁର ଜିଲ୍ଲା ଶାଖାର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବରେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଯୋଗଦେଇ ସାମ୍ବାଦିକମାନେ ଲୋକ!-->…
Read More...
Read More...