Browsing Category

ରାଜ୍ୟ

ଶାଳୀକୁ ରାସ୍ତାରେ ହାଣି ହତ୍ୟା କଲା ଭିଣୋଇ

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଥାନା ଚଢେୟାପଲ୍ଲୀ ଗାଁରେ ଅଭାବନୀୟ ଘଟଣା । ଶାଳୀକୁ ରାସ୍ତାରେ ହାଣି ହତ୍ୟା କଲା ଭିଣୋଇ । ମୃତକ ଚଢେୟାପଲ୍ଲୀ ଗାଁର ଆଶା କର୍ମୀ ବିଜୟଲକ୍ଷ୍ମୀ ତ୍ରିପାଠୀ ବୋଲି ଜଣାପଡିଛି ।  ଖବର ଅନୁଯାୟୀ, ଚଢ଼େୟା ପଲ୍ଲୀ ଗ୍ରାମର ବିଜୟଲକ୍ଷ୍ମୀ
Read More...

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନ ଉତ୍ସବରେ ସାମିଲ ହେବେ। ତେବେ ପ୍ରଧାନମନ୍ତ୍ରୀ ଜୁନ୍‌ ୧୧ କିମ୍ବା ୧୨ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି।
Read More...

‘ଉତ୍କର୍ଷ ନିମାପଡ଼ା ସମ୍ମିଳନୀ ୨୦୨୫’ ରାଜ୍ୟପାଳଙ୍କ ଦ୍ଵାରା ଉଦଘାଟିତ

ନିମାପଡ଼ା: ଆଜି ମହାମହିମ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଏବଂ ମାନନୀୟା ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ନିମାପଡ଼ାସ୍ଥିତ ନୂଆ ବାରବାଟୀ ପଡ଼ିଆ ଇଣ୍ଡୋର ଷ୍ଟାଡିୟମରେ ପ୍ରଥମ କରି ଆୟୋଜିତ 'ଉତ୍କର୍ଷ ନିମାପଡ଼ା' ସମ୍ମିଳନୀର ଉଦଘାଟନ ହୋଇଯାଇଛି । 'ଉତ୍କର୍ଷ
Read More...

ଢେଙ୍କାନାଳରେ ପ୍ରାୟ ୩୦୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ପ୍ରାୟ ୧୨୦
Read More...

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତିଙ୍କ ମୃତ୍ୟୁ ଉପରେ କାର୍ଯ୍ୟାନୁଷ୍ଠାନ,  ନିଲମ୍ବିତ ହେଲେ ସଂପୃକ୍ତ…

ଭୁବନେଶ୍ୱର;ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତି ମହିଳା ଶ୍ରୀମତୀ ମମତା ନାୟକଙ୍କ ମୃତ୍ୟୁ ବିଷୟ ସମ୍ବାଦ ସରକାରଙ୍କ ଦୃଷ୍ଟିକୁ ଆସିବା ମାତ୍ରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ପ୍ରାଥମିକ ରିପୋର୍ଟ ଅନୁସାରେ ଇତି ମଧ୍ୟରେ ସଂପୃକ୍ତ ଡାକ୍ତରଙ୍କୁ କାର୍ଯ୍ୟରୁ ନିଲମ୍ବିତ
Read More...

ତହସିଲଦାରମାନେ ହେଉଛନ୍ତି ତୃଣମୂଳ ସ୍ତରରେ ରାଜ୍ୟ ପ୍ରଶାସନର ମେରୁଦଣ୍ଡ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ l ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ
Read More...

ଭିଜିଲାନ୍ସ ଜାଲରେ ମହିଳା ଏଏସ୍‌ଆଇ

ବ୍ରହ୍ମପୁର: ବିଭିନ୍ନ କାରଣକୁ ନେଇ ପୋଲିସ ପୋଷାକ ଖାକିରେ ଦାଗ ଲାଗୁଛି। ପୋଲିସ ଜନସାଧାରଣଙ୍କୁ ସେବା ଯୋଗାଇବା ବଦଳରେ ତାଙ୍କ ଠାରୁ ଲାଞ୍ଚ ଗ୍ରହଣ କରୁଛନ୍ତି। ବୁଧବାର ଏମିତି ଏକ ଘଟଣାରେ ଜଣେ ମହିଳା ଥାନାର ମହିଳା ଏଏସଆଇ ୧୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଛନ୍ଦି
Read More...

ଭଉଣୀଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ଉଠାଇ ଭାଇ ଗିରଫ

ଫୁଲବାଣୀ : ଭଉଣୀଙ୍କ ଆକାଉଣ୍ଟରୁ ଟଙ୍କା ହଡପ କରି ଗିରଫ ହେଲା ଭାଇ। ଏଭଳି ଏକ ଘଟଣା ଘଟିଛି ଫୁଲବାଣୀ ଟାଉନ ଥାନା ଅଞ୍ଚଳରେ। ଗିରଫ ଜଣକ ହେଲେ ବ୍ରାହ୍ମଣ ସାହିର ସତ୍ୟଜିତ ମଲ୍ଲିକ। ସୂଚନା ଅନୁଯାୟୀ, ସତ୍ୟଜିତ ପୂର୍ବରୁ ଷ୍ଟେଟବ୍ୟାଙ୍କ ଶଙ୍କରାଖୋଲ ଶାଖାରେ କାମ କରୁଥିଲେ । ୨୦୨୧ ମସିହାରେ
Read More...

ଧୁମଧାମରେ ଦେବ ଦମ୍ପତିଙ୍କ ବିବାହ ଉତ୍ସବ ଯାତ୍ରା ସଂପନ୍ନ

ଫୁଲବାଣୀ : ଶିବ ଓ ପାର୍ବତୀଙ୍କ ବିବାହ ଉତ୍ସବ ଯାତ୍ରା ମହା ଆଡ଼ମ୍ବରରେ ଆୟୋଜିତ ହୋଇ ସଂପନ୍ନ ହୋଇଥିଲା । ଶୀତଳଷଷ୍ଠୀ ଯାତ୍ରା ଅବସରରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌରପରିଷଦ ଅନ୍ତର୍ଗତ ପିଅନପଡ଼ା ସ୍ଥିତ ମୁକ୍ତେଶ୍ଵର ମହାଦେବ ମନ୍ଦିର ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ଦେବ
Read More...

ଭୁଲ ଇଞ୍ଜେକ୍ସନ ଯୋଗୁଁ ଚାଲିଗଲା 5 ଜୀବନ, କୋରାପୁଟ ମେଡିକାଲ କଲେଜ ନାମରେ ଆସିଛି ଏମିତି ଅଭିଯୋଗ

କୋରାପୁଟ :ବିଳମ୍ବିତ ରାତ୍ରୀରେ କୋରାପୁଟ ମେଡିକାଲରେ ଘଟିଛି ଅଭାବନୀୟ ଘଟଣା । ଏକାସାଙ୍ଗରେ ଉଠିଲା ୫ ମୃତଦେହ। କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ମଙ୍ଗଳବାର ସର୍ଜରୀ ୱାର୍ଡରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ କୋରାପୁଟ, ବୋରିଗୁମ୍ମା, କଳାହାଣ୍ଡି,
Read More...