Browsing Category

ରାଜ୍ୟ

IAS ସ୍ତରରେ ବଡ଼ ଅଦଳବଦଳ

ଭୁବନେଶ୍ୱର : ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ ଅଦଳବଦଳକ୍ରମେ, ଓଡ଼ିଶା ସରକାର ସାରା ରାଜ୍ୟରେ ଆଇଏଏସ ସ୍ତରରେ ବଡ଼ ଧରଣର ବଦଳି ଏବଂ ପୋଷ୍ଟିଂ କରିଛନ୍ତି । ଚଞ୍ଚଲ ରାଣାଙ୍କୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି)ର କମିଶନର ଭାବରେ ନିଯୁକ୍ତ କରାଯାଇଛି । ସେହିପରି, ବରିଷ୍ଠ
Read More...

ରାଜ୍ୟପାଳଙ୍କୁ ସାକ୍ଷାତ କଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର- ଆଜି ରାଜଭବନରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟିଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ସାକ୍ଷାତ ସମୟରେ ଶାସନ, ବିପର୍ଯ୍ୟୟ ପରିଚାଳନା ଏବଂ ରାଜ୍ୟର ସାମଗ୍ରିକ ବିକାଶ ସଂପର୍କରେ ଆଲୋଚନା ହୋଇଥିଲା ।
Read More...

ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲ୍ , ଜାଣନ୍ତୁ କେଉଁ ଜିଲ୍ଲା ମାରିଲା ବାଜି

ଭୁବନେଶ୍ୱର-ଆଜି ଭୁବନେଶ୍ୱରର ହୋଟେଲ ମେଫେୟାର ଲାଗୁନ୍ ଠାରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲ୍ ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍ ଏବଂ ଜିଲ୍ଲା ସ୍ତରରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଶେଷ ପର୍ଯ୍ୟାୟ ଆଜି ଏକ ଉତ୍ସବମୁଖର ପରିବେଶରେ ସମାପ୍ତ ହୋଇଯାଇଛି
Read More...

ବୌଦ୍ଧରେ ଧୁମଧାମରେ ପାଳନ ହେବ ଜିଲ୍ଲାସ୍ତରୀୟ 79 ତମ ସ୍ୱାଧୀନତା ଦିବସ

ବୌଦ୍ଧ- ବୌଦ୍ଧଠାରେ ଜିଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସଦଭାବନା ଗୃହ ଠାରେ ମଙ୍ଗଳବାର ଦିବା ଘ. 12.30ମି. ସମୟରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚଳିତବର୍ଷର ବିଭିନ୍ନ
Read More...

ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି

ଭୁବନେଶ୍ବର : ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି । ଖଣି ନିଲାମ ଦ୍ୱାରା ରାଜସ୍ୱ ବଢିବ ବୋଲି ଇସ୍ପାତ ଏବଂ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ।  ମନ୍ତ୍ରୀଙ୍କ କହିବା ଅନୁଯାୟୀ, ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ । ନୂଆ ସରକାର ଆସିବା ପରେ ଗୋଟିଏ
Read More...

ଗିରଫ ହେଲେ DFO ନିତ୍ୟାନନ୍ଦ ନାୟକ

ଭୁବନେଶ୍ୱର :କେନ୍ଦୁଝର କେନ୍ଦୁପତ୍ର ଡିଭିଜନ DFO ନିତ୍ୟାନନ୍ଦ ନାୟକ ଶେଷରେ ଗିରଫ ହୋଇଛନ୍ତି। ଗିରଫ ପରେ ତାଙ୍କୁ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି। ୩ ଦିନ ହେବ ନିତ୍ୟାନନ୍ଦଙ୍କ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ। ୮ ଲକ୍ଷ ୫୦ ହଜାର
Read More...

ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତକୁ ନେଇ ବଢିଲା ଚର୍ଚ୍ଚା

ଭୁବନେଶ୍ୱର: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ। ଦିଲ୍ଲୀରେ ଶୀର୍ଷ ନେତାଙ୍କୁ ମନମୋହନ ଭେଟି ପାରନ୍ତି । ସଭାପତି ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ଆଗକୁ କିଛି ମନ୍ତ୍ରୀ
Read More...

ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଫଳରେ ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଅରେଞ୍ଜ ଓ ୟେଲୋ ଆଲର୍ଟ ହୋଇଛି। ମାଲକାନାଗିରି, କୋରାପୁଟ ନବରଙ୍ଗପୁର,
Read More...

ବୌଦ୍ଧ ଜିଲ୍ଲା ପାଇଁ ୧୮ ଜଣ ବିଧି ଅଧିକାରୀ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,: ଆଜି ଆଇନ ବିଭାଗ ପକ୍ଷରୁ ବୌଦ୍ଧ ଜିଲା ପାଇଁ ୧୮ ଜଣ ଅଧିବକ୍ତାଙ୍କୁ ବିଧି ଅଧିକାରୀ ଭାବେ ନିଯୁକ୍ତି ପ୍ରଦାନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି I ଏଥିରେ ଓମ୍ ପ୍ରକାଶ ମିଶ୍ର, ତୁଷାରକାନ୍ତ ଦୀପ, ପ୍ରଦେଶୀ ବେହେରା, ଚିତ୍ତରଞ୍ଜନ ପାଣିଗ୍ରାହୀ, ଧବଳେଶ୍ୱର ମନହିରା, କୁନାଲ କିଶୋର
Read More...

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ-ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର:ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି । ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର
Read More...