Browsing Category

ରାଜ୍ୟ

ବଢୁଛି ତାଳ ସଜ ଚାହିଦା,ତାଳ ଗଛ ସୃଷ୍ଟିରେ ଜିଲ୍ଲା ମାରିଛି ଫେଲ

ହରଭଙ୍ଗା :ସମ୍ପ୍ରତି ବୌଦ୍ଧ ଜିଲ୍ଲା ରେ ଚଳିତ ବର୍ଷ 45ଡିଗ୍ରୀ ସେଲସିୟସରୁ ଉର୍ଦ୍ଦ୍ବ ତାପମାତ୍ରା ରେକର୍ଡ କରିଥିଲା ପାଣିପାଗ ବିଭାଗ l ଗ୍ରୀଷ୍ମ ପ୍ରଭାବ ରେ ଜିଲ୍ଲା ବାସି ଅସ୍ତ ବ୍ୟସ୍ତ ଓ ଗୁଳୁଗୁଳିରେ ଦହକ ବିକଳ ହେଉଥିବା ଦେଖିବାକୁ ମିଳିଛି l ଗ୍ରୀଷ୍ମ ପ୍ରଭାବକୁ ନେଇ ରାସ୍ତା ଘାଟ ଖାଁ
Read More...

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ଚିକିଟି : ଜରଡ଼ା ଥାନା ଖାରିଆଗୁଡା ଫାଣ୍ଡି ଅଧୀନ ଆଦିବାସୀ ଅଧ୍ୟୁଷିତ ଆଙ୍କୁଲି ଗ୍ରାମର ଜଣେ ୧୬ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଖାରିଆଗୁଡା ଫାଣ୍ଡିରେ ପରିବାର ଲୋକଙ୍କୁ ପକ୍ଷରୁ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ଖାରିଆଗୁଡା ଫାଣ୍ଡି ପକ୍ଷରୁ ଏକ ମାମଲା ରୁଜୁ କରିଛନ୍ତି
Read More...

ଗ୍ରୀଷ୍ମ ତାପ ସାଙ୍ଗଙ୍କୁ ଅଘୋଷିତ ବିଦ୍ୟୁତ୍ କାଟ , ଲୋକେ ଡହଳବିକଳ

ଦଶପଲ୍ଲା : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଆକ୍ତାମାକ୍ତ ଦଶପଲ୍ଲା । ସକାଳ ୧୦ଟାରୁ ପଦାକୁ ବାହାରିବା ମୁସ୍କିଲ୍ ହୋଇପଡୁଛି । ଘରେ ବାହାରେ ଯୁଆଡ଼େ ଯିବ ଖାଲି ତାତି ଆଉ ତାତି। ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ମଧ୍ୟ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଦୁଇ ଦିନ ହେଲା ୩୩କେଭି ବିଦ୍ୟୁତ୍
Read More...

ବିରାଟଙ୍କ ବିଷୟରେ ଡିଭିଲିୟର୍ସ ଏମିତି କାହିଁକି କହିଲେ ?

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାର ପୂର୍ବତନ ଷ୍ଟାର ଖେଳାଳି ଏବି ଡିଭିଲିୟର୍ସ ବିରାଟ କୋହଲିଙ୍କ ବିଷୟରେ ଏକ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ବିରାଟ କୋହଲିଙ୍କୁ ସେ ପ୍ରଥମେ ପସନ୍ତ କରୁନଥିଲେ । ଆଇପିଏଲରେ ଆରସିବିରେ ତାଙ୍କୁ ଭେଟିବା ପରେ ହିଁ ତାଙ୍କ ସହ ବନ୍ଧୁତା ହୋଇଥିଲା।
Read More...

48 ଘଣ୍ଟାରେ 6 ଆତଙ୍କୀ ସଫା

ଶ୍ରୀନଗର- ଗୁରୁବାର ଦିନ ଦକ୍ଷିଣ କଶ୍ମୀରର ତ୍ରାଲ ଅଞ୍ଚଳରେ ଏକ ଏନକାଉଣ୍ଟର ସମୟରେ ସୁରକ୍ଷା ବାହିନୀ ଜୈଶ-ଏ-ମହମ୍ମଦର ତିନି ଜଣ ଆତଙ୍କବାଦୀଙ୍କୁ ନିହତ କରିଛନ୍ତି। ମଙ୍ଗଳବାର ଦିନ ତିନି ଜଣ ଲସ୍କର-ଏ-ତୈବା ଆତଙ୍କବାଦୀଙ୍କ ମୃତ୍ୟୁ ପରେ 48 ଘଣ୍ଟା ମଧ୍ୟରେ ଏହା ଏହି ଅଞ୍ଚଳରେ ଦ୍ୱିତୀୟ
Read More...

ବାଇକ୍ ଚୋରି, ଅଭିଯୁକ୍ତ ଗିରଫ

ପୁରୀ: ସମୁଦ୍ରକୂଳ ଥାନା ଅଞ୍ଚଳରୁ ଏକ ବାଇକ୍ ଚୋରି କରିନେଟ ଅଭିଯୋଗରେ ପୁଲିସ ସଦର ଥାନା ଅନ୍ତର୍ଗତ ତଳକଣ୍ଡୁରୀପଡ଼ା ଗାଁର ମାଧବ ଭୋଇ(୨୧)ଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଛି | ଏ ସଂକ୍ରାନ୍ତରେ ସମୁଦ୍ରକୂଳ ଥାନାରେ ସଦର ଥାନା ଅନ୍ତର୍ଗପ ଗୋପୀନାଥପୁର ତଳନୂଆ ସାହିର ରାକେଶ ବିଶ୍ବାଳଙ୍କ
Read More...

ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟ ଦ୍ୱାରା ଛାତ୍ରଛାତ୍ରୀମାନେ ବିଶେଷ ଉପକୃତ ହେବେ – ଧର୍ମେନ୍ଦ୍ର ପ୍ରଧାନ

ଆଠମଲ୍ଲିକ: ଶିକ୍ଷା କ୍ଷେତ୍ରରେ ଆଠମଲ୍ଲିକ ହେଉଛି ଅଗ୍ରଣୀ ଅଞ୍ଚଳ । ସେହି ପରମ୍ପରାକୁ ଆଗକୁ ନେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଆଠମଲ୍ଲିକ ସବଡିଭିଜନରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବାର ଜନ ଆକାଂକ୍ଷା ଆଜି ପୂରଣ ହୋଇଛି ବୋଲି ଏହାର ଅସ୍ଥାୟୀ କ୍ୟାମ୍ପସର
Read More...

ରାଜ୍ୟର ଜାତୀୟ ରାଜପଥର ସ୍ଥିତି ପରଖିଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର:ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ସଡ଼କ ପରିବହନ ମନ୍ତ୍ରୀ ଶ୍ରୀ ନିତିନ ଗଡ଼କରୀଙ୍କର ଓଡ଼ିଶା ପ୍ରତି ଥିବା ପ୍ରତିବଦ୍ଧତାର ନିଦର୍ଶନ ସ୍ୱରୂପ କେନ୍ଦ୍ର ସରକାରଙ୍କଠାରୁ ଓଡ଼ିଶାରେ ରାଜପଥ ବିକାଶ ପାଇଁ ଚଳିତ ବର୍ଷ ପ୍ରାୟ ୧୪ ହଜାର କୋଟି ଟଙ୍କାର ପ୍ରତିଶ୍ରୁତି ମିଳିଛି ।
Read More...

ଦୁର୍ନୀତି କିମ୍ବା ଅବହେଳା କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବ ନାହିଁ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆମର ବ୍ଲକଗୁଡ଼ିକ ହେଉଛି, ଆମ ପ୍ରଶାସନିକ ସଫଳତାର ଦର୍ପଣ। ଯଦି ବ୍ଲକଗୁଡ଼ିକ ଦକ୍ଷତାର ସହ କାମ କରିବେ, ଏବଂ ଲୋକମାନେ ସବୁ ଯୋଜନାର ସୁଫଳ ପାଇବେ, ତେବେ ଏହା ସରକାରଙ୍କ ଦକ୍ଷତାର ପ୍ରମାଣ ହେବ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ,
Read More...

ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀଙ୍କ ବିଭିନ୍ନ ବିଭାଗର ସମୀକ୍ଷା

ଭୁବନେଶ୍ବର:ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢ଼ୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ 'ବିକଶିତ ଓଡ଼ିଶା'ର ସ୍ବପ୍ନ ସହିତ ସମନ୍ୱୟ ରକ୍ଷା କରି ବିଭାଗୀୟ
Read More...