Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବିଂଝାଲ ସମାଜର ଶୀତଳ ଷଷ୍ଠୀ ପୂଜା ପାଇଁ ପ୍ରସ୍ତୁତି ବୈଠକ
ପାଟଣାଗଡ଼,୨୮/୫- ପବିତ୍ର ଜ୍ୟେଷ୍ଠ ଷଷ୍ଠୀକୁ ଶୀତଳ ଷଷ୍ଠୀ ରୂପରେ ସାରା ବିଶ୍ୱରେ ପାଳନ କରା ଯାଉଥିବା ବେଳେ ମାତା ପାର୍ବତୀ (ମାଁ ବିନ୍ଧ୍ୟ ବାସିନୀ ) ଏବଂ ବାବା ଭୋଳା ଶଙ୍କରଙ୍କ ବିବାହ ପରେ ଏହିଦିନହିଁ ଯୁଗଳ ମୂର୍ତ୍ତି ଭକ୍ତଙ୍କୁ ଦର୍ଶନ ଦେବାର ମାନ୍ୟତା ଏବଂ ପରମ୍ପରା ବହୁ ପୁରାତନ । ଏଣୁ!-->…
Read More...
Read More...
କିଷାନ ପାଣି ପଞ୍ଚାୟତ ତରଫରୁ କର୍ମକର୍ତ୍ତା ଚୟନ
ଗଜପତି,୨୮/୫- ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ରାଧାମୋହନ ମନ୍ଦିର ଠାରେ ଆଜି କିଷାନ ପାଣି ପଞ୍ଚାୟତ ତରଫରୁ କର୍ମକର୍ତ୍ତା ଚୟନ ଏବଂ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସୂର୍ଯ୍ୟ ନାରାୟଣ ପଟ୍ଟନାୟକଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ବେଳେ କିଷାନ ପାଣି ପଞ୍ଚାୟତର!-->…
Read More...
Read More...
ସିଆରପିଏଫ୍ ପକ୍ଷରୁ ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ଟିଫିନ୍ ବୋମା ଉଦ୍ଧାର
ବାଲିଗୁଡା,୨୮/୫: କିଛିଦିନର ବ୍ୟବଧାନ ପରେ ପୋଷ୍ଟର ବ୍ୟାନର ଜାରିକରି କନ୍ଧମାଳରେ ନିଜର ସ୍ଥିତି ଜାହିର କରୁଛି ମାଓ ସଙ୍ଗଠନ । ସେପଟେ ପୋଲିସର ମାଓ ଦମନକୁ ମଧ୍ୟ ଚ୍ୟାଲେଞ୍ଜ କରୁଛି ସଙ୍ଗଠନ । ଏଭଳି ସ୍ଥିତିରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମୁତୟନ ୧୨୭ ବାଟାଲିୟନ ସିଆରପିଏଫ ପକ୍ଷରୁ!-->…
Read More...
Read More...
ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ଓପିଏସସି
କଟକ : ସୁପ୍ରିମକୋର୍ଟଙ୍କ ତାଗିଦ ଏବଂ ବ୍ୟାପକ ହୋ-ହଲ୍ଲା ପରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ ବନ୍ଦ ରଖିଛନ୍ତି ଓଡିଶା ଲୋକସେବା ଆୟୋଗ(ଓପିଏସସି) । ଆୟୋଗ ପକ୍ଷରୁ ଆଜି ଏନେଇ ଏକକାଳୀନ ଦୁଇଟି ନୋଟିସ୍ ଜାରି ହୋଇଛି । ଫିଜିକ୍ସରେ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ନିମନ୍ତେ ଆସନ୍ତା ଜୁନ୍ ୪!-->…
Read More...
Read More...
ବିଦେଶୀ ନକଲି ମଦ ଜବତ ଘଟଣା, ମୁଖ୍ୟ କାର୍ପଟଦାର ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବୀ
ପାଟଣାଗଡ଼:ଗତକାଲି ପାଟଣାଗଡ଼ ଅବକାରୀ ବିଭାଗ ଓ ଅବକାରୀ ଭିଜିଲାନ୍ସ ବିଭାଗ ସମ୍ବଲପୁରର ମିଳିତ ଚଢ଼ାଉ ରେ ଖପ୍ରାଖୋଲ ଓ ପାଟଣାଗଡ଼ ବିଦେଶୀ ମଦ ଦୋକାନରୁ ବିପୁଳ ପରିମାଣର ବିଦେଶୀ ନକଲି ମଦ ଜବତ କରାଯାଇଛି । ଏଥିରେ ପାଟଣାଗଡ଼ ଓ ଖପ୍ରାଖୋଲ ଦୁଇ ବିଦେଶୀ ମଦ ଦୋକାନର ଦୁଇ ଜଣ କର୍ମଚାରୀଙ୍କୁ!-->…
Read More...
Read More...
ଜ଼ିଲ୍ଲା କଳା ସଂସ୍କୃତି ସଂଘର ବୈଠକ, ବ୍ଲକ ଉପ ସଭାପତିଙ୍କୁ ପରିଚୟ ପତ୍ର ପ୍ରଦାନ
ବାଲିଗୁଡା: କନ୍ଧମାଳ ଜ଼ିଲ୍ଲା ଫୁଲବାଣୀ ସ୍ଥିତ ସଂସ୍କୃତି ଭବନରେ ନବ ନିଯୁକ୍ତ ଜ଼ିଲ୍ଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜ଼ିଲ୍ଲା ସଂସ୍କୃତି ସଂଘର ବୈଠକ ଅନୁଷ୍ଠିତ ହୋଇଯାଇଛି ଏବଂ ଜ଼ିଲ୍ଲାର ବାରଗୋଟି ବ୍ଲକର ଉପ ସଭାପତିମାନଙ୍କୁ ପରିଚୟ ପତ୍ର!-->…
Read More...
Read More...
ବିଶେଷଜ୍ଞ କମିଟି (ଶିଶୁ ସୁରକ୍ଷା)ର ଉପ କାରାଗାର ପରିଦର୍ଶନ
ସୁବର୍ଣ୍ଣପୁର: ଓଡିଶା ସରକାରଙ୍କ ଗୃହ ବିଭାଗ ଦ୍ୱାରା ମନୋନୀତ ବିଶେଷଜ୍ଞ କମିଟି (ଶିଶୁ ସୁରକ୍ଷା ) ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଜି ସୋନପୁର ଉପକାରାଗାର ପରିଦର୍ଶନ କରିଛନ୍ତି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସମ୍ପାଦିକା ସସ୍ମିତା ମିଶ୍ରଙ୍କ ତତ୍ତ୍ୱାବଧାନରେ କମିଟିର!-->…
Read More...
Read More...
ଲଲାଟ ମୋହନ ପଟ୍ଟନାୟକଙ୍କୁ ଧର୍ମପଦ ପୁରସ୍କାର
ଭୁବନେଶ୍ୱର,୨୭/୫: ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୨୧ ବର୍ଷ ପାଇଁ ଆଜି ଧର୍ମପଦ ପୁରସ୍କାର ଘୋଷଣା କରାଯାଇଛି । ଏହି ବର୍ଷ ପାଇଁ ଧର୍ମପଦ ପୁରସ୍କାର ପାଇବେ ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକ । ସେହିପରି ଶିଳ୍ପୀ ସମ୍ୱର୍ଦ୍ଧନା!-->…
Read More...
Read More...
ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ବାଲିଗୁଡ଼ା:ସାପ କାମୁଡାରେ ୩୩ ବର୍ଷର ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଘରେ ଶୋଇଥିବା ବେଳେ ରାତି ପ୍ରାୟ ୧୧ଟା ସମୟରେ ସାପ କାମୁଡିଥିଲା । ଯାହା ସୂଚନା ରହିଚି ଭବାନୀପାଟଣା ମଣ୍ଡରବଗିଚାର ପବିତ୍ର କୁମାର ସିଂଙ୍କ ସ୍ତ୍ରୀ ମାନସିନୀ ସିଂ ବାଲିଗୁଡା ନିଜ ବାପା ଘର ବୁଲି ଆସିଥିଲେ ।!-->…
Read More...
Read More...
ଡ୍ରେନରେ ଫଶି ରହିଥିବା ଷଣ୍ଢକୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
ସମ୍ବଲପୁର : ସ୍ଥାନୀୟ ଦେହେରୀପାଲି ସାଣ୍ଡିଲ୍ୟ କଲେଜ ନିକଟରେ ଆଜି ଏକ ଷଣ୍ଢ ଅନ୍ୟ ଏକ ଷଣ୍ଢ ସହ ଲଢିବା ପରେ ଡ୍ରେନରେ ଖସି ପଡିଥିଲା ଓ ସେଠାରେ ଫଶି ରହିଯାଇଥିଲା । ସ୍ଥାନୀୟ ସୂତ୍ରରୁ ଏବିଷୟରେ ଶୁଣି ଜାଣିବା ପରେ ଏହି ଅଂଚଳରେ ନିଯୁକ୍ତ ସମ୍ବଲପୁର ନଗର ନିଗମ ସଫେଇ ଜମାଦାର ସଙ୍ଗେ ସଙ୍ଗେ!-->…
Read More...
Read More...