Browsing Category

ରାଜ୍ୟ

AEE ଦିଲେଶ୍ୱର ମାଝୀ ଗିରଫ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବନ୍ଧାହେଲେ ଟିଟିଲାଗଡ଼ ଆର ଆଣ୍ଡ ବି ସବ୍-ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ଦିଲେଶ୍ୱର ମାଝୀ । ଆୟଠୁ ଅଧିକ ସମ୍ପତ୍ତି ଜମା କରିବା ଅଭିଯୋଗରେ ଗୁରୁବାର ଦିଲେଶ୍ୱର ମାଝୀଙ୍କ ଘରେ ଚଢାଉ କରିଥିଲା ଭିଜିଲାନ୍ସ ଟିମ୍ । ଏହି
Read More...

ଅଫିସ୍‌କୁ ଫେରିଲେ ଓଏଏସ୍ ଅଧିକାରୀ, ୩ ଦିନ ପରେ ସ୍ବାଭାବିକ୍ ହେଲା ରାଜ୍ୟରେ ଶାସନ ବ୍ୟବସ୍ଥା

ଭୁବନେଶ୍ବର: ଆଜିଠୁ ସ୍ୱାଭାବିକ ହେଲା ଶାସନ ବ୍ୟବସ୍ଥା । ତିନି ଦିନ ଧରି ରାଜ୍ୟବ୍ୟାପି ଓଏଏସମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ଅଟକି ରହିଥିଲା ପ୍ରାଶାସନିକ ବ୍ୟବସ୍ଥା । ଆଜିଠୁ ପୁଣି କାର୍ଯ୍ୟରେ ଯୋଗ ଦେଲେ ଅଧିକାରୀ । ତହସିଲ, ବ୍ଳକ ଅଫିସକୁ ବିଭିନ୍ନ କାର୍ଯ୍ୟରେ ଯାଉଥିବା ଲୋକେ
Read More...

ବାହୁଡ଼ା ଯାତ୍ରା ଶୀଘ୍ର ସମ୍ପନ୍ନ କରିବା ପାଇଁ ପ୍ରସ୍ତୁତି ବୈଠକ

ବୌଦ୍ଧ - ଆଜି ସର୍କିଟ ହାଉସ୍ ଠାରେ ବାହୁଡା଼ ଯାତ୍ରା ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ଦେବୋତ୍ତର ଅଧିକାରୀ ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆଙ୍କ ଆବାହକତ୍ଵରେ ଆଲୋଚନା ହୋଇଥିଲା l ବାହୁଡା଼ ଯାତ୍ରା ଦିନ ସନ୍ଧ୍ୟା ପୂର୍ବରୁ ରଥ ଟାଣିବା ପାଇଁ ପ୍ରସ୍ତାବ ଗୃହୀତ
Read More...

ଜୁନିଅର୍ ରେଡକ୍ରସ୍ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ପଲ୍ଲୀ ବିକାଶ ଉଚ୍ଚ ବିଦ୍ୟାଳୟ, ଲୁଣୀବାହାଲ ଠାରେ ଜିଲ୍ଲା ଜୁନିୟର ରେଡକ୍ରସ୍ ପରାମର୍ଶଦାତାଙ୍କ ତ୍ରିଦିବସୀୟ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇ ଯାଇଛି। ବୌଦ୍ଧ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ୍ ଦୂବେଙ୍କ ସଭାପତିତ୍ବରେ ଅନୁଷ୍ଠିତ
Read More...

ବାଲିଗୁଡ଼ା ପୋଲିସକୁ ବଡ଼ ସଫଳତା, ୬ ଗ୍ରାମ୍ ବ୍ରାଉନ ସୁଗାର ସହ ଗଞ୍ଜେଇ ଜବତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ବଡ଼ ସଫଳତା । ଦିନକୁଦିନ ବାଲିଗୁଡ଼ା ଅଞ୍ଚଳରେ ବେଆଇନ୍ ଗଞ୍ଜେଇ କାରବାର ବୃଦ୍ଧି ପାଉଥିବା ବେଳେ ଏବେ ବ୍ରାଉନ୍ ସୁଗାର୍ କାରବାର ପୋଲିସର ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ମାଫିଆ ମାନଙ୍କୁ ଗିରଫ କରିବା ସହ ଅଞ୍ଚଳରେ ନିଶା
Read More...

ପୁଣି ଲଘୁଚାପ: ୧୪ ଜିଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଉତ୍ତର ଓଡ଼ିଶା ଏବଂ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ବଙ୍ଗୋପସାଗର ନିକଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉପରମୁଣ୍ଡରେ ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବୁଧବାର ୩ ଜିଲା ପାଇଁ ଆଞ୍ଚଳିକ ପାଣିପାଗ
Read More...

ଆଜି ତିନି ରଥ ହେବ ଦକ୍ଷିଣ ମୋଡ, ହେରାପଞ୍ଚମୀରେ ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ: ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ଘୋଷଯାତ୍ରାରେ ଯାଇ ଗୁଣ୍ଡିଚାମନ୍ଦିର ଜନ୍ମବେଦିରେ ବିଜେ ହୋଇଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ବଡ଼ଦେଉଳରେ ଧର୍ମପତ୍ନୀଙ୍କୁ ଛାଡ଼ି ଆସିଛନ୍ତି ଠାକୁରେ । ଏଣୁ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ ମଙ୍ଗଳବାର ହେରାପଞ୍ଚମୀରେ ଗୁଣ୍ଡିଚା ମନ୍ଦିରରେ
Read More...

ମହାପ୍ରଭୁଙ୍କ କାମ ଆମ ମାନଙ୍କ ପାଇଁ ଡ୍ୟୁଟି ନୁହେଁ ସୌଭାଗ୍ୟର ବିଷୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ପୁରୀ:ଆଜି ପୁରୀ ସ୍ୱତନ୍ତ୍ର ସର୍କିଟ ହାଉସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସୁରକ୍ଷା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ସୁରକ୍ଷାର ତିନୋଟି ଦିଗ ଉପରେ ଯଥା ସୁରୁଖୁରୁରେ ରଥ
Read More...

45ତମ ହେରାପଞ୍ଚମୀ ଭଜନ ସମାରୋହ

ପୁରୀ- ଶରଧାବାଲି ସାଂସ୍କୃତିକ ପରିଷଦ ଆନୁକୁଲ୍ୟରେ 45ତମ ହେରାପଞ୍ଚମୀ ଭଜନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ସାଂସଦ ସମ୍ବିତ ପାତ୍ର ସମାରୋହ କୁ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଦ ଘାଟନ କରିଥିବା ବେଳେ ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ,ବିଧାୟକ ରୁପେଶ ପାଣିଗ୍ରାହୀ,ଦୁଷ୍ମନ୍ତ କୁମାର
Read More...

ବେଙ୍ଗାଲୁରୁରେ ଦଶପଲ୍ଲା ଯୁବକଙ୍କ ମୃତ୍ୟୁ, ଶବ ଆଣିବାରେ ସହାୟତା କଲେ ସାଂସଦ ସୁକାନ୍ତ ପାଣିଗ୍ରାହୀ

ଦଶପଲ୍ଲା : କନ୍ଧମାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଦଶପଲ୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀର ବାସିନ୍ଦା ବନବିହାରୀ ଘଡେ଼ଇଙ୍କ ପୁତ୍ର ପ୍ରଭାସ ରଞ୍ଜନ ଘଡାଇଙ୍କ ବେଙ୍ଗାଲୁରୁରେ ମୃତ୍ୟୁ ଘଟିଛି। ଜୀବିକା ନିର୍ବାହ ପାଇଁ ବେଙ୍ଗାଲୁରୁରେ କାର୍ଯ୍ୟରତ ଥିବା ବେଳେ ଅପ୍ରତ୍ୟାଶିତ ଭାବେ ଏହି ଦୁର୍ଘଟଣା
Read More...