କନ୍ୟା ସନ୍ତାନର ଜନକ ହେଲେ ସିଙ୍ଗର ଆଦିତ୍ୟ ନାରାୟଣ

0 148

ବଲିଉଡ ଅଭିନେତା ତଥା ସିଙ୍ଗର ଆଦିତ୍ୟ ନାରାୟଣ ଏବଂ ଶ୍ୱେତା ଅଗ୍ରୱାଲ ୨୦୨୦ ଡିସେମ୍ବର ୧ରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ସେମାନେ ନିଜର ବୈବାହିକ ଜୀବନକୁ ନେଇ ବହୁତ ଖୁସି ଅଛନ୍ତି। ଏବେ ତାଙ୍କର ଖୁସି ଆଉ ଦ୍ୱିଗୁଣିତ ହୋଇଯାଇଛି। କାରଣ ଦୁହେଁ ଏବେ ମା’-ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି।
ଫେବୃୟାରୀ ୨୪ରେ ସେମାନେ ମୁମ୍ବାଇ ସ୍ଥିତ ଏକ ନର୍ସିଂହୋମରେ ସେମାନଙ୍କର ପ୍ରଥମ କନ୍ୟା ସନ୍ତାନକୁ ସ୍ବାଗତ କରିଥିଲେ। ଏନେଇ ଆଦିତ୍ୟ ତାଙ୍କ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ସେୟାର କରିଛନ୍ତି। ଦୁହେଁ ଏବେ ବେଶ୍ ଖୁସି ଥିବା ଜଣାପଡିଛି।

hiranchal ad1
Leave A Reply

Your email address will not be published.

10 + fifteen =