ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଉଦ୍ଧବ ଠାକରେ

0 49

ମୁମ୍ବାଇ : ଗୁରୁବାର ଦିନ ହେବାକୁ ଥିବା ଆସ୍ଥାଭୋଟର ସମ୍ମୁଖୀନ ହେବା ପୂର୍ବରୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଇସ୍ତଫା ଦେଇଛନ୍ତି । ଏହା ସହିତ ମହାରାଷ୍ଟ୍ରରେ ଗତ ଅଢେଇ ବର୍ଷ ଧରି ଶାସନ କରୁଥିବା ମହାବିକାଶ ଅଘାଡି (ଏମଭିଏ) ସରକାରର ପତନ ହୋଇଛି । ବୁଧବାର ରାତିରେ ଏକ ଟେଲିଭିଜନରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟର ନିଜର ଅଭିଭାଷଣ ରଖିବା ସହ ଉଦ୍ଧବ ଇସ୍ତଫା ଘୋଷଣା କରିଥିଲେ । ତାଙ୍କୁ ସମର୍ଥନ ଦେବା ପାଇଁ ସେ କଂଗ୍ରେସ ଓ ଏନସିପିକୁ ଧନ୍ୟବାଦ ଦେଇଥିଲେ ।

hiranchal ad1
Leave A Reply

Your email address will not be published.

fifteen − 2 =