ପଦ୍ମ ଧରିବେ ହାର୍ଦ୍ଦିକ

0 61

ଅହମ୍ମଦାବାଦ: ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିବା ହାର୍ଦ୍ଦିକ ପଟେଲ ଏବେ ‘ପଦ୍ମ’ ଧରିବେ। ଆସନ୍ତା ଜୁନ୍‌ ୨ ତାରଖରେ ସେ ବିଧିବଦ୍ଧ ଭାବେ ବିଜେପିରେ ଯୋଗଦେବେ। ଏନେଇ ସେ ଖୋଦ୍‌ ଘୋଷଣା କରିଛନ୍ତି।

hiring

ହାର୍ଦ୍ଦିକ ପଟେଲ ପୂର୍ବରୁ ହିଁ କଂଗ୍ରେସରୁ ଇସ୍ତଫା ଦେଇସାରିଛନ୍ତି। ଏବେ ସେ ଗୁଜରାଟ ବିଧାନସଭା ନିର୍ବାଚନ ୨୦୨୨ ପୂର୍ବରୁ ବିଜେପିର କାନି ଧରିବାକୁ ଯାଉଛନ୍ତି। କଂଗ୍ରେସ ଛାଡିବା ପରେ ସେ ଆମ ଆଦମୀ ପାର୍ଟିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିଲା। କିନ୍ତୁ ଏସବୁ ଚର୍ଚ୍ଚା ଉପରେ ଏବେ ହାର୍ଦ୍ଦିକ ପୂର୍ଣ୍ଣଛେଦ ପକାଇଛନ୍ତି।

hiranchal ad1
Leave A Reply

Your email address will not be published.

5 × three =