ସି​ଜେଆଇ ଭାବେ ଶପଥ ନେଲେ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ

0 84

ନୂଆଦିଲ୍ଲୀ: ଭାରତର ୫୩ତମ ପ୍ରଧାନ ବିଚାରପତି (ସି​ଜେଆଇ) ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

hiring
PM attends the oath taking ceremony of the Chief Justice of India Shri Justice Surya Kant at Rashtrapati Bhavan, in New Delhi on November 24, 2025.

ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଭୁଟାନ, କେନିଆ, ମାଲେସିଆ, ମରିସସ୍‌, ନେପାଳ ଓ ଶ୍ରୀଲଙ୍କା ଭଳି ଦେଶର ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତି ଏବଂ ସେମାନଙ୍କ ପରିବାର ସଦସ୍ୟ ଯୋଗ ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

six − four =