ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪ହଜାର ଡେଇଁଲା

0 102

ନୂଆଦିଲ୍ଲୀ : ଭାରତରେ କରୋନା ପ୍ରକୋପ ଥମିବାର ନାଁ ନେଉନାହିଁ । ଏହି ଭୟଙ୍କର ଭାଇରସ ସଂକ୍ରମଣରେ ଏ ପର୍ଯ୍ୟନ୍ତ ୨୪,୫୦୬ ଲୋକ ଆକ୍ରାନ୍ତ ହୋଇସାରିଲେଣି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟଙ୍କ ସୂଚନା ମୁତାବକ ଏ ପର୍ଯ୍ୟନ୍ତ ୪,୮୧୯ଜଣ ବ୍ୟକ୍ତି ସଂକ୍ରମଣରୁ ସୁସ୍ଥ ହୋଇଥିବା ବେଳେ ୭୨୩ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବିଶ୍ୱରେ ଏହି ସଂକ୍ରମଣରେ ୨୭ଲକ୍ଷରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ୧,୯୫,୦୦୦ ଲୋକଙ୍କ ଜୀବନ ଗଲାଣି । ଆମେରିକାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୫୮ ଲୋକଙ୍କ ଜୀବନ ଯାଇଥିବା ଜଣାପଡିଛି ।

hiranchal ad1
Leave A Reply

Your email address will not be published.

4 × 2 =