ଦୀପାବଳୀରେ ଫୁଟିବନି ବାଣ,ଏସବୁ ରାଜ୍ୟ କଲେ ବ୍ୟାନ୍

0 49

ନୂଆଦିଲ୍ଲୀ : କରୋନା ମହାମାରୀର ପ୍ରଭାବ ଜାରି ରହିଥିବା ବେଳେ ପାର୍ବଣ ଋତୁ ଆସି ପହଞ୍ଚିଯାଇଛି । ତେଣୁ ଏହି ସମୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂତନ ଗାଇଡଲାଇନ୍ ପ୍ରସ୍ତୁତ କରିଛନ୍ତି । ପାର୍ବଣ ସମୟରେ ଲୋକମାନେ ଅନେକ ସ୍ଥାନରେ ଭିଡ଼ ଜମାଇପାରନ୍ତି । ତେଣୁ ଏହାକୁ ଦୃଷ୍ଟିରେ ରଖି ଲୋକମାନଙ୍କୁ ସତର୍କ ରହିବାକୁ କୁହାଯାଇଛି । ତେବେ ଏହି ପରିପ୍ରେକ୍ଷୀରେ ରାଜଧାନୀ ଦିଲ୍ଲୀରେ ବାଣ ଫୁଟାଇବା ଉପରେ ରୋକ୍ ଲଗାଯାଇଛି । ଖାଲି ଦିଲ୍ଲୀ ନୁହେଁ ରାଜସ୍ଥାନ ସରକାର ବି ଅକ୍ଟୋବାର ୧, ୨୦୨୧ରୁ ଜାନୁଆରୀ ୩୧, ୨୦୨୨ ପର୍ଯ୍ୟନ୍ତ ବାଣ ବିକ୍ରି ଉପରେ ରୋକ୍ ଲଗାଇଛନ୍ତି । ସେହିପରି ଓଡ଼ିଶା ସରକାର ବି ପାର୍ବଣର ମାସ ଅକ୍ଟୋବର ରେ ବାଣ ବିକ୍ରି ଉପରେ ରୋକ୍ ଲଗାଇଛନ୍ତି ।

hiranchal ad1
Leave A Reply

Your email address will not be published.

twenty − 7 =