ପୁଣି ବଢିଲା ସୁନା ଦର

0 47

ନୂଆଦିଲ୍ଲୀ- ଇରାନ-ଆମେରିକା ଯୁଦ୍ଧ ବିରତି ପରେ ପୁଣି ବଢ଼ିଛି ସୁନା ଦର। ଆଜି ୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ ପିଛା ୩ ହଜାର ୯୮୦ ଟଙ୍କା ବୃଦ୍ଧି ଘଟି ଦର ୧ ଲକ୍ଷ ୫୩ ହଜାର ୮୨୦ ଟଙ୍କା ହୋଇଛି। ଗତକାଲି ଦର ୧ ଲକ୍ଷ ୪୯ ହଜାର ୮୪୦ ଟଙ୍କା ଥିଲା। ସେହିପରି ୨୨ କ୍ୟାରେଟ୍ ସୁନା ଦର ୩,୬୫୦ ଟଙ୍କା ବୃଦ୍ଧି ପାଇ ୧ ଲକ୍ଷ ୪୧ ହଜାର ଟଙ୍କk ହୋଇଛି। ଯାହା ଗତକାଲି ୧ ଲକ୍ଷ ୩୭ ହଜାର ୩୫୦ ଟଙ୍କା ଥିଲା।

hiranchal ad1
Leave A Reply

Your email address will not be published.

nineteen + 12 =