ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଏନ.ଭି. ରାମନ୍ନାଙ୍କ ଶପଥ ଗ୍ରହଣ

0 71

ନୂଆଦିଲ୍ଲୀ,୨୪/୪- ରାଷ୍ଟ୍ରପତିଭବନରେ ଦେଶର ପ୍ରଧାନ ବିଚାରପତି ଜଷ୍ଟିସ ଏନ.ଭି. ରାମନ୍ନା ଆଜି ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂତନ ପ୍ରଧାନ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ଅଛନ୍ତି ।

hiranchal ad1
Leave A Reply

Your email address will not be published.

3 × one =