ୟୁପିରେ କଂଗ୍ରେସ ସରକାର ଆସିଲେ ଆଶା କର୍ମୀଙ୍କୁ ଦିଆଯିବ ୧୦ହଜାର ଦରମା : ପ୍ରିୟଙ୍କା ଗାନ୍ଧୀ

0 90

ନୂଆଦିଲ୍ଲୀ : ଉତ୍ତରପ୍ରଦେଶରେ ତିନି ଦଶଦ୍ଧୀ ଧରି କ୍ଷମତାରୁ ଦୂରେଇ ରହିଥିବା କଂଗ୍ରେସ ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି । ଦଳର ନେତୃତ୍ୱ ନେଉଥିବା କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଗୋଟିଏ ପରେ ଗୋଟିଏ ଲୋଭନୀୟ ସ୍କିମ୍‌ ଘୋଷଣା କରୁଛନ୍ତି । ସେ ଆଜି କହିଛନ୍ତି ଯଦି ୨୦୨୨ରେ ୟୁପିରେ କଂଗ୍ରେସ ସରକାର ଆସିବ ତେବେ ଅଙ୍ଗନବାଡି ଓ ଆଶା କର୍ମୀଙ୍କ ଦରମା ୧୦ ହଜାର ହେବ । ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରିୟଙ୍କା ସବୁ ବର୍ଗର ଜନସାଧାରଣଙ୍କ ଅଭାବ ପୂରଣ କରିବା ପାଇଁ ପ୍ରତିଶ୍ରୁତି ଦେଉଛନ୍ତି ।

hiranchal ad1
Leave A Reply

Your email address will not be published.

two × 3 =