ବ୍ରହ୍ମପୁରସ୍ଥ ଲାଞ୍ଜିପଲ୍ଲୀ ସ୍ଥିତ ଦାତବ୍ୟ ହୋମିଓ ଚିକିତ୍ସା କେନ୍ଦ୍ରର ପ୍ରଥମ ବାର୍ଷିକ ଉତ୍ସବ
ଗଞ୍ଜାମ/ ବ୍ରହ୍ମପୁର:ସ୍ଥାନୀୟ ଦିବ୍ୟ ଜୀବନ ସଂଘ ପରିସରରେ ଦାତବ୍ୟ ହୋମିଓ ଚିକିତ୍ସା କେନ୍ଦ୍ରର ବାର୍ଷିକତ୍ସୋବ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ସଭାପତି ପ୍ରଫେସର ଡଃ ଭାସ୍କର ପାଢୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ ଦାତବ୍ୟ ଚିକିତ୍ସାଳୟରେ ବିନା ପାରିଶ୍ରମିକରେ!-->…
Read More...
Read More...