ଜିଲ୍ଲାସ୍ତରୀୟ ବିଦ୍ୟୁତ ମହୋତ୍ସବ “ଉଜ୍ଜ୍ୱଳ ଭାରତ ଉଜ୍ଜ୍ୱଳ ଭବିଷ୍ୟତ’
ଫୁଲବାଣୀ:- ଦେଶ ସ୍ୱାଧୀନତାର ୭୫ ତମ ବର୍ଷ ପାଳନ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମ ଆଜାଦିକି ଅମୃତ ମହୋତ୍ସବ ଅବସରରେ ବିଦ୍ୟୁତ ମହୋତ୍ସବ ଆଜି ସ୍ଥାନୀୟ ସଭାଗୃହ ଠାରେ ପାଲିତ ହୋଇଯାଇଛି ।ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲିକ ଯୋଗ ଦେଇ ଥିବାବେଳେ ସମ୍ମାନିତ!-->…
Read More...
Read More...