ଆଜି ଚିତାଲାଗି ଅମାବାସ୍ୟା, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ହୀରା ଖଚିତ ଚିତା
ପୁରୀ : ଆଜି ଚିତାଲାଗି ଅମାବାସ୍ୟା । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ହୀରା ଖଚିତ ଚିତା । ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ବାଡର ବାଡ଼ଗ୍ରାହୀ ଓ ଦଇତାପତି ସେବାୟତମାନେ ମହାପ୍ରଭୁଙ୍କୁ ଏହି ଚିତା ଲାଗି କରିବେ । ଶ୍ରୀଜଗନ୍ନାଥଙ୍କୁ ସୁଭ୍ର ହୀରା ଖଚିତ ରତ୍ନଚିତା,!-->…
Read More...
Read More...