ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ଅମିତ ଶାହ
ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୋମବାର ସକାଳ ୯ଟା ୪୫ ମିନିଟ୍ ସମୟରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ପହଞ୍ଚି ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି । ମନ୍ଦିର ଭିତରେ ସେ ସର୍ବପ୍ରଥମେ ଶ୍ରୀଗଣେଶଙ୍କୁ ଦର୍ଶନ କରିଥିଲେ।!-->…
Read More...
Read More...