ବିଜୁ ଛାତ୍ର ଜନତା ଦଳ ଓ ଓଡିଶା ମୋ ପରିବାର ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର
ପୁରୀ : ବିଜୁ ଜନତା ଦଳର ୨୫ବର୍ଷ ପୂର୍ତ୍ତିକୁ ଅବିସ୍ମରଣୀୟ କରିବା ପାଇଁ ଆଜି ବିଜୁ ଛାତ୍ର ଜନତା ଦଳ ଏବଂ ଓଡ଼ିଶା ମୋ ପରିବାର ମିଳିତ ଆନୁକୁଲ୍ୟରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ୫୪ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ଶିବିରରେ ପୂର୍ବତନ!-->…
Read More...
Read More...