ମାତ୍ର ଛଅ ଦିନରେ ୧୫୦ କୋଟି କ୍ଲବରେ ସାମିଲ ହେଲା ‘ସାୟାରା’

'ସାୟାରା' ବକ୍ସ ଅଫିସରେ ପ୍ରଥମ ସପ୍ତାହ ଶେଷ କରିବାକୁ ଯାଉଛି। ମୋହିତ ସୁରିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ମାତ୍ର ଛଅ ଦିନରେ ୧୫୦ କୋଟି ଟଙ୍କା ଆୟ କରିଛି ଏବଂ ଗୁରୁବାର ଶେଷ ସୁଦ୍ଧା ୧୭୦ କୋଟି ଟଙ୍କା ଆୟ କରିବ ବୋଲି ଆଶା କରାଯାଉଛି - ଜଣେ ଡେବ୍ୟୁ ଅଭିନେତାଙ୍କ ପାଇଁ ଏହା ଏକ
Read More...

ଚତୁର୍ଥ ଦିନରେ ବି ବିରୋଧୀଙ୍କ ହଟ୍ଟଗୋଳ, ଗୃହ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

ନୂଆଦିଲ୍ଲୀ- ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବା ଦିନଠାରୁ ବିରୋଧୀମାନେ ବିଭିନ୍ନ ପ୍ରସଂଗରେ ହୋହଲ୍ଲା ଜାରି ରଖିଛନ୍ତି । ଆଜି ଚତୁର୍ଥ ଦିନରେ ମଧ୍ୟ ସେହି ଅନୁରୂପ ପରିସ୍ଥିତି ସୃଷ୍ଟି ହୋଇଛି । ବିରୋଧୀଙ୍କ ନାରାବାଜି ମଧ୍ୟରେ ଗୁରୁବାର ଦିନ ସଂସଦର ଉଚ୍ଚ ସଦନର କାର୍ଯ୍ୟକାରିତା ଅପରାହ୍ନ
Read More...

ମୁମ୍ବାଇ ଟ୍ରେନ୍‌ ବିସ୍ଫୋରଣ ମାମଲାରେ ୧୨ ଅଭିଯୁକ୍ତ ଦୋଷମୁକ୍ତ 

ନୂଆଦିଲ୍ଲୀ: ୨୦୦୬ ମୁମ୍ବାଇ ଟ୍ରେନ୍‌ ବିସ୍ଫୋରଣ ମାମଲାରେ ୧୨ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରାଯାଇଛି। ସୁପ୍ରିମକୋର୍ଟ ଗୁରୁବାର ବମ୍ବେ ହାଇକୋର୍ଟର ନିଷ୍ପତ୍ତି ବିରୋଧରେ ମହାରାଷ୍ଟ୍ର ସରକାରଙ୍କ ଦ୍ୱାରା ଦାୟର ଆବେଦନର ଶୁଣାଣି କରିଥିଲେ। ବାର୍‌ ଏବଂ ବେଞ୍ଚ ରିପୋର୍ଟ ଅନୁଯାୟୀ,
Read More...

ଯଶସ୍ବୀ ଜୟସ୍ବାଲଙ୍କ ନାମରେ ଯୋଡିହେଲା ଏହି ସବୁ ରେକର୍ଡ

ମାଞ୍ଚେଷ୍ଟର: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫୋର୍ଡରେ ଅନୁଷ୍ଠିତ ହେଉଛି। ଏହି ମ୍ୟାଚରେ ଭାରତୀୟ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ଇତିହାସ ସୃଷ୍ଟି କରିଛନ୍ତି। ଜୟସ୍ବାଲ ଏକ ଚମତ୍କାର
Read More...

ହୀରାକୁଦ ଜଳଭଣ୍ଡାରରରୁ ଖୋଲିଲା ୪ ଗେଟ୍‌

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରରୁ ଶୁକ୍ରବାର ଆଉ ୪ଟି ଗେଟ୍‌ ଖୋଲିଯାଇଛି। ବିର୍ତ୍ତମାନ ୮ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ କରାଯାଉଛି। ବାମ ପାର୍ଶ୍ୱର ୫ଟି ଓ ଡାହାଣ ପାର୍ଶ୍ୱର ୩ଟି ସ୍ଲୁଇସ ଗେଟ୍‌ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ଅପରପକ୍ଷରେ ଜଳଭଣ୍ଡାର
Read More...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଗୁରୁବାର ଉତ୍ତର ବଙ୍ଗୋପସାଗରରେ ଲଘୁଚାପ  ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ (ଆଇଏମ୍‌ଡି) ଏହି ପୂର୍ବାନୁମାନ କରିଛି।  ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି
Read More...

ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର…

ଭୁବନେଶ୍ୱର,୨୩/୭ : ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାପଡ଼ିଛି ଯେ, ଘଟଗାଁ
Read More...

ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ଏକ ଦୁଃଖଦ ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ, ପୁରୀ, କେନ୍ଦୁଝର ଏବଂ କଟକ ଜିଲାରେ ଏହି ଅଘଟଣଗୁଡ଼ିକ ଘଟିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମହୁଲପଡ଼ା ନିକଟସ୍ଥ ବଳଦିଆ
Read More...

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ, ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

ଭୁବନେଶ୍ୱର; ଓଡିଆ, ବଙ୍ଗଳା, ଅହମିଆ, ସାନ୍ତାଳୀ, ବୋଡୋ, ମଣିପୁରୀ, ନେପାଳୀ, ମୈଥିଳି ଆଦି ପୂର୍ବାଞ୍ଚଳୀୟ ଭାଷାରେ ସୃଷ୍ଟି ହୋଇଛି ଅଗଣିତ କାଳଜୟୀ ସାରସ୍ବତ କୃତି। ଗଦ୍ୟ, ପଦ୍ୟ, ନାଟକ ତଥା ସମାଲୋଚନା କ୍ଷେତ୍ରରେ ଏସବୁ ଭାଷାର ସାମୂହିକ ଅବଦାନ ଭାରତୀୟ ସାହିତ୍ୟ ଭଣ୍ଡାରକୁ ସମୃଦ୍ଧ କରିଛି।
Read More...

ରାସ୍ତା ଦୁର୍ଘଟଣାରେ ଜଣେ ମୃତ, ରାସ୍ତା ଅବରୋଧ

ବଲାଙ୍ଗୀର - ଏନ୍ ଏଚ୍ 57 ପୁଇନ୍ତଲା ବ୍ଳକ ପାଖରେ ଏକ ହାଇଓ୍ବା ଧକ୍କାରେ ପୁଇନ୍ତଲା ଗ୍ରାମର ସର୍ବେଶ୍ଵର ସୁଗ୍ରୀଙ୍କ ମୃତ୍ୟୁବରଣ ହୋଇଥିଲା। ଏ ଘଟଣାରୁ ଲୋକେ ରାସ୍ତା ଅବରୋଧ କରିଥିଲେ । ଫଳରେ ଯାତାୟାତ 2ଘଣ୍ଟା ରୁ ଅଧିକ ଠପ୍ ହୋଇଥିଲା। ରାସ୍ତାରେ ଟାୟାର ଜାଳି ଆନ୍ଦୋଳନକାରୀ ମୃତକଙ୍କ
Read More...