ଦୁଇ ଦେଶରେ ହେବାକୁ ଥିବା ଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ପାଇଁ ତ୍ରିନିବାଦରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ : ଶୁକ୍ରବାରଠାରୁ ୱେଷ୍ଟଇଣ୍ଡିଜ୍‌ ବିପକ୍ଷ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆର ଟି -୨୦ ଦଳ ତ୍ରିନିଦାଦରେ ପହଞ୍ଚିଛି । ଏହି ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଦୁଇଟି ଦେଶରେ ଖେଳାଯିବ । ସିରିଜର ପ୍ରଥମ ତିନୋଟି ମ୍ୟାଚ୍‌ କାରିବିଆନ୍‌ ମାଟିରେ…
Read More...

ମାନବ ଚାଲାଣ ନିୟନ୍ତ୍ରଣ ପାଇଁ ଆଞ୍ଚଳିକ ସ୍ତରୀୟ କର୍ମଶାଳା

ସମ୍ବଲପୁର: ରାଜ୍ୟରେ ମାନବ ଚାଲାଣ ନିୟନ୍ତ୍ରଣ ପାଇଁ ଦୁଇ ଦିନିଆ ଆଞ୍ଚଳିକ କର୍ମଶାଳାର ଆୟୋଜକ ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ହୋଇଯାଇଛି । ଓଡ଼ିଶା ପୁଲିସ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ ଶ୍ରୀମତୀ ରେଖା ଲୋହାନୀ…
Read More...

ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ରାୟଗଡ ବ୍ଳକ ଅନ୍ତର୍ଗତ ଲୋବା ପଞ୍ଚାୟତ ଠାରେ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଡ଼ ପୁତୁରା ଗ୍ରାମର ୩୫ ଜଣଙ୍କୁ ଏଫଆର୍‌ଏ, ଆର୍‌ଓଆର୍‌ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ…
Read More...

ବ୍ୟାଙ୍କରୁ ତାଲା ଭାଙ୍ଗି ଚୋରି ଉଦ୍ୟମ, ନେଇଗଲେ ବାଇକ୍‌

ନନ୍ଦାହାଣ୍ଡି : ତାଲା ଭାଙ୍ଗି ବ୍ୟାଙ୍କରୁ ଚୋରି ଅଭିଯୋଗ । ନବରଙ୍ଗପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଡଙ୍ଗରଭେଜା ସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ନନ୍ଦାହାଣ୍ଡି ଶାଖା ମୁଖ୍ୟ ଫାଟକ ତାଲା ଭାଙ୍ଗି ଚୋରି ଉଦ୍ୟମ । ବ୍ୟାଙ୍କର ଫାଟକ ତାଲା ଭାଙ୍ଗିଛନ୍ତି ଦୁର୍ବୃତ୍ତ ଏବଂ ବାଇକ ଚୋରି ହୋଇଛି ।…
Read More...

ରୋଜଗାରିଆ ପୁଅ ଅସୁସ୍ଥ, ପରିବାରକୁ ସହାୟତା ପ୍ରଦାନ କଲେ ସାଂସଦ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତରଙ୍ଗଡ଼ା ପଞ୍ଚାୟତର ନୂଆ କେକେସିଂ ଗ୍ରାମର ପ୍ରଭାକର ପାଣିଙ୍କ ସ୍ତ୍ରୀ ଓ ଘରେ ଏକ ମାତ୍ର ରୋଜଗାରିଆ ପୁଅ ଅସୁସ୍ଥ ଅବସ୍ଥାରେ ଥିବା ଖବର ପାଇ ସାଂସଦ ଚନ୍ଦ୍ର ଶେଖର ସାହୁ ତୁରନ୍ତ କିଛି ଆର୍ଥିକ ( ଦଶ ହଜାର ଟଙ୍କା ) ସହାୟତା…
Read More...

ରାଜ୍ୟଗୋଷ୍ଠୀ କ୍ରୀଡାରୁ ଓହରିଲେ ନୀରଜ ଚୋପ୍ରା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ: ଆଉ ମାତ୍ର ଦିନକ ପରେ ଇଂଲଣ୍ଡର ବର୍ମିଂହାମରେ ଆରମ୍ଭ ହେବ ରାଜ୍ୟଗୋଷ୍ଠୀ କ୍ରୀଡ଼ା। ତେବେ ଏହା ପୂର୍ବରୁ ଭାରତକୁ ଲାଗିଛି ବହୁତ ବଡ଼ ଝଟକା। ଆହତ କାରଣରୁ ରାଜ୍ୟ ଗୋଷ୍ଠୀ କ୍ରୀଡ଼ାରୁ ବାଦ ପଡ଼ିଛନ୍ତି ଭାରତର ସୁନା ପୁଅ ନୀରଜ ଚୋପ୍ରା। ସେ ଅଲିମ୍ପିକ୍ସରେ ଭାରତ ପାଇଁ ସ୍ୱର୍ଣ୍ଣ…
Read More...

ପ୍ରକୃତି ମିଶ୍ରଙ୍କୁ ଘଣ୍ଟାଏ ଜେରା

ଭୁବନେଶ୍ୱର : ଓଲିଉଡ ଅଭିନେତା ବାବୁସାନ-ତୃପ୍ତି-ପ୍ରକୃତି ମିଶ୍ର ବିବାଦ ଦିନକୁ ଦିନ ଉଗ୍ର ରୂପ ଧାରଣ କରିବାକୁ ଯାଉଛି । ଏ ନେଇ ଥାନାରେ ମଧ୍ୟ ମାମଲା ହୋଇଛି । ଆଜି ଖାରବେଳନଗର ପୁଲିସ ପ୍ରକୃତି ମିଶ୍ରଙ୍କ ଘରେ ପହଞ୍ଚି ତାଙ୍କୁ ଘଣ୍ଟାଏ କାଳ ଜେରା କରିଥିବା ଜଣାପଡିଛି । ଏ ସଂପର୍କରେ…
Read More...

କ୍ଲଷ୍ଟର ସ୍ତରୀୟ ଏକଦିବସୀୟ ଶିକ୍ଷଣୀୟ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତ ଦୁବଗଡ ଠାରେ କ୍ଲଷ୍ଟର ସ୍ତରୀୟ ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କୁ ନେଇ ଏକ ଶିକ୍ଷଣୀୟ ସାମଗ୍ରୀ ପ୍ରସ୍ତୁତ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବ୍ଲକ ଶିକ୍ଷା ଅଧିକାରୀ ରଞ୍ଜନ କହଁର ମୁଖ୍ୟ ଅତିଥୀ ଭାବେ ଯୋଗ ଦେଇ…
Read More...

ଟ୍ରାକ୍ଟର ଓଲଟି ୨ ମୃତ, ୩ ଗୁରୁତର

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ବଦାମପାହାଡ଼ ଥାନା ଅନ୍ତର୍ଗତ ପୂର୍ଣ୍ଣିଆ ଗାଁ ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଦୁଇ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ମହିଳା ଗୁରୁତର ହୋଇଛନ୍ତି। ମୃତ ମହିଳା ଦ୍ୱୟ ହେଲେ…
Read More...

ପୁଣି ଇଡିରେ ଅଫିସରେ ସୋନିଆ ଗାନ୍ଧି

ନୂଆଦିଲ୍ଲୀ: ନ୍ୟାଶନାଲ ହେରାଲ୍ଡ ଦୁର୍ନୀତି ମାମଲାରେ ଫସିଥିବା କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧି ଆଜି ପୁଣିଥରେ ଇଡିରେ ହାଜର ହୋଇଛନ୍ତି। ପୁଅ ରାହୁଲ ଗାନ୍ଧି ଓ ଝିଅ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କ ସହ ଦିନ ପ୍ରାୟ ୧୧ଟା ବେଳେ ସୋନିଆ ଦିଲ୍ଲୀ ସ୍ଥିତ ଇଡି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଇଡି…
Read More...