ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି, ପଦାର୍ପଣ କଲେ ଉମ୍ରାନ ମଲିକ
ଭାରତ ଟସ୍ ଜିତି ଆୟର୍ଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ଫାଷ୍ଟ ବୋଲର ଉମ୍ରାନ ମଲିକ ଭାରତ ପାଇଁ ଡେବ୍ୟୁ କରିଛନ୍ତି । ଭାରତ ସେ ୯୮ ତମ ଖେଳାଳି ଭାବେ ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ପଦାର୍ପଣ କରିଛନ୍ତି!-->…
Read More...
Read More...