ବର୍ଷା ଓ ବଜ୍ରପାତ ନେଲା ୧୭ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପାଟନା: ବିହାରରେ ପ୍ରବଳ ବର୍ଷା ଓ ବଜ୍ରପାତ ଯୋଗୁଁ ବିଭିନ୍ନ ଜିଲ୍ଲାରେ ୧୭ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ନିତୀଶ କୁମାର ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ମୃତକଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ସହାୟତା ରାଶି
Read More...

ରାଜ୍ୟରେ ୫ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ଦିନ ପ୍ରାକ୍‌-ମୌସୁମୀ ବର୍ଷା ହୋଇଛି। ଏହା ରାଜ୍ୟର ଆଉ କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ ହେବା ପାଇଁ ବାଟ ଫିଟାଇଛି। ଆଜିଠାରୁ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା (୭୦ରୁ ୧୧୦ ମିମି)ରୁ ଅତିପ୍ରବଳ ବର୍ଷା
Read More...

ରାତ୍ରୀକାଳୀନ ଚଢ଼ାଉ କଲେ ଉପଜିଲ୍ଲାପାଳ ; ହାଇୱା ଜବତ, ଏକଲକ୍ଷ ଜରିମାନା

ସୁବର୍ଣ୍ଣପୁର : ଗତ ରାତିରେ ତେଲ ନଦୀରୁ ଗୋଟିଏ ହାଇୱା ବେନିୟମ ବାଲି ଚାଲାଣ କରୁଥିବା ସମୟରେ ବ୍ଲକ ଛକ ଠାରେ ସୋନପୁର ଉପଜିଲ୍ଲାପାଳ ଡଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ତତ୍ୱାବଧାନରେ ତହସିଲଦାର ନବୀନ କିଶୋର ପାଢ଼ୀ ଓ କାର୍ଯ୍ୟାଳୟର ସୁପରଭାଇଜର ପ୍ରମୁଖ ଚଢ଼ାଉ କରି ବେନିୟମ ବାଲି ଚାଲାଣ
Read More...

ଟି-୨୦ ବିଶ୍ୱକପ ପୂର୍ବରୁ ଏହି ସବୁ ଦେଶକୁ ଗସ୍ତ କରିବ ଭାରତ, ଜାଣନ୍ତୁ ପୁରା କାର୍ଯ୍ୟସୂଚୀ

ନୂଆଦିଲ୍ଲୀ : ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ସିରିଜ୍‌ ଗତକାଲି ଶେଷ ହୋଇଛି । ଏହାପରେ ଟିମ୍‌ ଇଣ୍ଡିଆର କିଛି ଖେଳାଳି ଆୟର୍ଲାଣ୍ଡ ବିପକ୍ଷରେ ଟି-୨୦ ସିରିଜକୁ ଖେଳିବାକୁ ଯିବାକୁ ଥିବା ବେଳେ ଆଉ କିଛି ଖେଳାଳି ଇଂଲଣ୍ଡ ଗସ୍ତ କରିବେ । ଆଗାମୀ କିଛି ମାସ ଭାରତୀୟ ଖେଳାଳିଙ୍କ ପାଇଁ ବହୁତ
Read More...

ଭୁବନେଶ୍ଵରରେ ଟେଲି ଅଭିନେତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ଵର : ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା। ଭଡ଼ା ଘରୁ ଅଭିନେତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ଭୁବନେଶ୍ଵର ନୟାପଲ୍ଲୀ ଥାନା ଅନ୍ତର୍ଗତ ବଡ଼ ସାହିରେ ଏକ ଭଡ଼ା ଘରେ ରହୁଥିଲେ। ଘର ଭିତରୁ ନୟାପଲ୍ଲୀ ଥାନା ପୋଲିସ ଏକ ସୁଇସାଇଡ୍ ନୋଟ୍ ଜବତ କରିଛି। ଧାରାବାହିକ
Read More...

ପିତୃ ଦିବସ ଅବସରରେ ବାଳ ମୁକୁନ୍ଦ କେନ୍ଦ୍ର ତରଫରୁ ବାଳ ସତସଙ୍ଗ

ପାରଳାଖେମୁଣ୍ଡି : ବାଳ ମୁକୁନ୍ଦ କେନ୍ଦ୍ର ତରଫରୁ ଆୟୋଜିତ ବାଳ ସତସଙ୍ଗରେ ପିତୃଦିବସ ଅବସରରେ ସ୍ଥାନୀୟ ଶ୍ରୀଧର ନଗରର ଦୀପକ ପାଣିଗ୍ରାହୀଙ୍କ ବାସଗୃହରେ ଜଗତ ପିତା ତଥା ଜଗଦଗୁରୁ ଶ୍ରୀକୃପାଳୁ ମହାରାଜଙ୍କ ପାଦପୂଜନ ସହ ପୂଜାଅର୍ଚ୍ଚନା କରି ଆରତୀ ଓ କୀର୍ତ୍ତନ କରି ପିଲାମାନେ ଅଭିନନ୍ଦନ
Read More...

“ଅଗ୍ନିବୀର’ଙ୍କ ପାଇଁ ବଡ ଘୋଷଣା କଲେ ଆନନ୍ଦ ମହିନ୍ଦ୍ରା, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ: ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା ସେନାର ‘ଅଗ୍ନିବୀର’ଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି । ୪ ବର୍ଷ ମଧ୍ୟରେ ଅଗ୍ନିବୀର ଯେଉଁ ଜ୍ଞାନ କୌଶଳ ହାସଲ କରିବେ ଏବଂ ଯେପରି ଶୃଙ୍ଖଳିତ ହେବେ ତାହା ଦ୍ୱାରା ସେମାନଙ୍କୁ ନିଜ କମ୍ପାନୀରେ ନିଯୁକ୍ତି ପାଇଁ ଭଲ ସୁଯୋଗ
Read More...

ସିଏସ୍‌ଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଖଲ୍ଲିକୋଟ: ସିଏସ୍‌ଓଙ୍କ ଘରେ ପଶିଲା ଭିଜିଲାନ୍ସ ଟିମ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆସିବା ପରେ ଖାଦ୍ୟ ଓ ଯୋଗାଣ ବିଭାଗର ସିଏସ୍‌ଓ ଅନାଦି ଚରଣ ସେଠୀ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଏଥି ସହିତ ଏକାସାଙ୍ଗେ ୫ଟି ସ୍ଥାନରେ ରେଡ ଚାଲିଥିବା ସୂଚନା ମିଳିଛି। ସୂଚନା
Read More...

ଆନ୍ତର୍ଜାତିକ ଯୋଗ ଦିବସ ପାଇଁ ଯୋଗ ଅଭ୍ୟାସ କାର୍ଯ୍ୟକ୍ରମ

ଫୁଲବାଣୀ: ଆନ୍ତର୍ଜାତିକ ଯୋଗ ଦିବସ ପାଇଁ ଯୋଗ ଅଭ୍ୟାସ କାର୍ଯ୍ୟକ୍ରମ ଆଯୋଜିତ ହୋଇଯାଇଛି । ଜ଼ିଲ୍ଲାର ପର୍ଯ୍ୟଟନସ୍ଥଳୀ ଗୁଡିକରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଆନ୍ତର୍ଜାତିକ ଯୋଗ କାର୍ଯ୍ୟକ୍ରମ ପାଇଁ ଯୋଗ ଅଭ୍ୟାସ ଅନୁଷ୍ଠିତ ହୋଇଯାଇଛି । ନେହରୁ ଯୁବକେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା
Read More...

ଫୁଲୁରି ତେଲ ଲାଗି ହେଲେ ମହାପ୍ରଭୁ

ପୁରୀ : ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡିତ ଚତୁର୍ଦ୍ଧା ମୁର୍ତ୍ତି । ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ମହାପ୍ରଭୁଙ୍କୁ ଆୟୁର୍ବେଦୀୟ ଉପଚାର କରୁଛନ୍ତି । ରବିବାର ହେଉଛି ଅଣସରର ପଞ୍ଚମ ଦିବସ । ଏବେ ମହାପ୍ରଭୁଙ୍କୁ ଗରମ
Read More...