ପୁଣି ଆରମ୍ଭ ହେଲା ଅମରନାଥ ଯାତ୍ରା
ଶ୍ରୀନଗର: ଖରାପ ପାଗ ଏବଂ ରାସ୍ତା ଧସିବା ଯୋଗୁ ଅମରନାଥ ଯାତ୍ରାକୁ ଗୋଟିଏ ଦିନ ପାଇଁ ବନ୍ଦ ହୋଇଥିଲା। ଯାହା ପରେ ଆଜି ଅର୍ଥାତ୍ ଶୁକ୍ରବାର ପୁଣି ଏହି ଯାତ୍ରା ଆରମ୍ଭ ହୋଇଛି। ଆଜି ସକାଳେ ବାଲତାଲ ଏବଂ ପହଲଗାମ ଉଭୟ ରୁଟ୍ରେ ଯାତ୍ରା ପୁଣି ଆରମ୍ଭ କରାଯାଇଛି। ଅଧିକାରୀମାନେ କହିଛନ୍ତି ଯେ,!-->…
Read More...
Read More...