ଟି-୨୦ରେ ଏମିତି କରିବାରେ ପ୍ରଥମ ଭାରତୀୟ ଅଧିନାୟକ ହେଲେ ପାଣ୍ଡ୍ୟା
ନୂଆଦିଲ୍ଲୀ: ଆୟର୍ଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ମୁକାବିଲାରେ ଭାରତ ୭ ଓ୍ୱିକେଟରେ ମ୍ୟାଚ୍ ଜିତି ନେଇଛି । ବର୍ଷା ବାଧାପ୍ରାପ୍ତ ଏହି ମୁକାବିଲା ୧୨ ଓଭରକୁ କମାଇ ଦିଆଯାଇଥିଲା । ପ୍ରଥମେ ବ୍ୟାଟିଂ କରି ଆୟର୍ଲାଣ୍ଡ ୧୦୮ ରନ୍ କରିଥିବା ବେଳେ ଭାରତ ଟାର୍ଗେଟ୍ ପୁରା!-->…
Read More...
Read More...