ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳିତ

ବୌଦ୍ଧ,୨୩/୬- ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ମହାସମାରୋହରେ ବୌଦ୍ଧ ଜିଲ୍ଲା ବିଜେପି ତରଫରୁ ଜିଲ୍ଲାସ୍ତରରେ, ଶକ୍ତି କେନ୍ଦ୍ର ଓ ମଣ୍ଡଳ ସ୍ତରରେ ପାଳିତ ହୋଇଯାଇଛି । ଆଜିର କାର୍ଯ୍ୟକ୍ରମରେ ସ୍ୱର୍ଗତ ମୁଖାର୍ଜୀଙ୍କ ଦେଶର ଏକତା ଓ ଅଖଣ୍ଡତା ପାଇଁ ନିଜ ଜୀବନକୁ କିପରି ଉତ୍ସର୍ଗ…
Read More...

ପାଣିରେ ବୁଡ଼ି ୪ ନାବାଳକଙ୍କ ମୃତ୍ୟୁ

କୋରାପୁଟ : କୋରାପୁଟର ଦଶମନ୍ତପୁର ବ୍ଲକ ମାଝୀଗୁଡ଼ା ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି । ରାସ୍ତା ନିର୍ମାଣ ପାଇଁ ଖୋଳାଯାଇଥିବା ଗାଢରେ ଜମିଥିବା ପାଣିରେ ବୁଡି ୪ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି । ଏହି ଘଟଣା ସାରା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି । ପ୍ରଥମେ ୨ ଜଣ ପ୍ରାଣ…
Read More...

ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ଓଡିଶା ରାଜସ୍ୱ ଅମଲା ସଂଘର କର୍ମକର୍ତ୍ତାଙ୍କ ସାକ୍ଷାତ

ନବରଙ୍ଗପୁର,୨୩/୬- ଆଜି ନବରଙ୍ଗପୁର ସର୍କିଟ ହାଉସ ଠାରେ ଓଡିଶା ସରକାରଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ଓଡିଶା ରାଜସ୍ୱ ଅମଲା ସଂଘର କର୍ମକର୍ତ୍ତା ବୃନ୍ଦ ସାକ୍ଷାତ କରି ସଂଘର ନିମ୍ନଲିଖିତ ବିଭିନ୍ନ ଦାବି ବିଷୟରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ୧. ଜିଲ୍ଲା…
Read More...

‘ଜିସାଟ୍‌-୨୪’ ସାଟେଲାଇଟ୍‌ର ସଫଳ ଉତକ୍ଷେପଣ

ବେଙ୍ଗାଲୁରୁ: ‘ନିୟୁସ୍ପସ୍‌ ଇଣ୍ଡିଆ ଲିମିଟେଡ୍‌’ (ଏନ୍‌ଏସ୍‌ଆଇଏଲ୍‌) ନିମନ୍ତେ ‘ଇସ୍‌ରୋ’ ନିର୍ମାଣ କରିଥିବା ସାଟେଲାଇଟ୍‌ ‘ଜିସାଟ୍‌-୨୪’କୁ ଆଜି ଦକ୍ଷିଣ ଆମେରିକା ଅନ୍ତର୍ଗତ ଫ୍ରେଞ୍ଚ୍‌ ଗୁଆନାର କୁରୋସ୍ଥିତ ଫାରାସୀ କମ୍ପାନିର ‘ଏରିଏନ୍‌ସ୍ପସ୍‌’ରୁ ସଫଳତାର ସହ ଉତ୍‌କ୍ଷେପଣ କରାଯାଇଛି ।…
Read More...

କାଠମାଣ୍ଡୁରେ ଭୂକମ୍ପ

କାଠମାଣ୍ଡୁ : ନେପାଳର ରାଜଧାନୀ କାଠମାଣ୍ଡୁରେ ଗୁରୁବାର ସକାଳେ ଭୂକମ୍ପ ହୋଇଛି । କାଠମାଣ୍ଡୁରୁ ୧୬୧ କିଲୋମିଟର ଦୂର ଏହାର କେନ୍ଦ୍ରସ୍ଥଳ ବୋଲି କୁହାଯାଉଛି । ଭୂକମ୍ପର ତିବ୍ରତା ରିକ୍ଟର ସ୍କେଲରେ ତିବ୍ରତା ୪.୩ ରେକର୍ଡ କରାଯାଇଛି । ଏଥିରେ ଧନଜୀବନ ହାନୀ ହୋଇଥିବା ନେଇ କୌଣସି ଖବର ଏଯାଏଁ…
Read More...

ହାତୀ ଶିକାର: ଜଣେ ଗିରଫ,ଜଣେ ଫେରାର

ସମ୍ବଲପୁର : ସ୍ଥାନୀୟ ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗାଁ ପୋଖରୀରେ କିଛିଦିନ ରହି ପରେ ଗହନ ଚିକିତ୍ସା ସତ୍ତେ୍ୱ ମରିଯାଇଥିବା ଦନ୍ତାହାତୀ ବିଷୟରେ ଆଜି ବନବିଭାଗର ସ୍ପଷ୍ଟୀକରଣ ସାମ୍ନାକୁ ଆସିଛି । ଏ ବିଷୟରେ ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଡିଏଫଓ ବିଶ୍ୱନାଥ ନିଳାମ୍ବର…
Read More...

ବଜ୍ରାଘାତରେ ଜଣେ ମୃତ, ଜଣେ ଗୁରୁତର

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଭେଙ୍କଟରାଇପଲ୍ଲୀ ଗ୍ରାମରେ ଆଜି କାଳବୈଶାଖୀ ବର୍ଷା ପ୍ରଭାବରେ ହୋଇଥିବା ବଜ୍ରାଘାତରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ଦେବେନ୍ଦ୍ର ମହାନ୍ତି ନାମକ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ…
Read More...

ସୁସ୍ଥ ଶରୀର ଓ ମନ ପାଇଁ ଯୋଗ ଅତ୍ୟାବଶ୍ୟକ

ସୁବର୍ଣ୍ଣପୁର: ଭାରତ ସ୍ୱାଭିମାନ ଓ ପତଞ୍ଜଳି ଯୋଗ ସମିତି ଆନୁକୂଲ୍ୟରେ ସୁବର୍ଣ୍ଣପୁର ଠାରେ ସୁବର୍ଣ୍ଣା ପରିସରରେ ଜିଲ୍ଲା ସ୍ତରୀୟ ବିଶ୍ୱ ଯୋଗ ଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି । ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ଭାରତ ସ୍ୱାଭିମାନ ପ୍ରଭାରୀ ଗୋରେଖନାଥ ସାହୁ ମାର୍ଗ ଦର୍ଶନ କରିଥିଲେ ।…
Read More...

ଶେଷ ପର୍ଯ୍ୟାୟରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ : ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ସରି ସରି ଆସୁଛି ।ତିନିରଥରେ ଋଷିପଟା ଲଗାଯାଇଛି । ତେରପରସ୍ତ ପୋଟଳ ତଳେ ଋଷିପଟା ସଂଯୋଗ କରାଯାଇଛି । ରଥବେଦି ସମ୍ମୁଖ ଭାଗରେ ପଟାବାଡ଼ିଆ ଶେଷ ହୋଇଛି । ରୂପକାର ସେବକମାନେ ରଥଚକ ଏବଂ ଗୁଜ ସମେତ ବିଭିନ୍ନ ଅଂଶ ରଙ୍ଗ କରୁଛନ୍ତି । କଳସରେ…
Read More...

‘ଆରୋଗ୍ୟ ରତ୍ନ’ ସମ୍ମାନରେ ସମ୍ମାନିତ ହେଲେ ଯୁବ ଡକ୍ଟର ନରସିଂହ ପ୍ରସାଦ ଚରତି

ପାରଳାଖେମୁଣ୍ଡି :ହାଲିଷ୍ଟିକ୍‌ ମେଡିସିନ ରିସର୍ଚ୍ଚ ଫାଉଣ୍ଡେସନ(ଏଚ୍‌ଏମ୍‌ଆର୍‌ଏଫ)ଦ୍ୱାରା ଆୟୋଜିତ ୨ୟ ପାରମ୍ପରିକ ଔଷଧ ବିଶ୍ୱ ସମ୍ମିଳନୀର ଏକ ବର୍ଣ୍ଣାଢ଼୍ୟ ସମାବର୍ତ୍ତନ କାର୍ଯକ୍ରମରେ ଏସ୍‌ଆଇଏଫ୍‌ଏ ଆନ୍ତର୍ଜାତୀୟ ପୁରସ୍କାର ଓ ସମାବର୍ତ୍ତନ ଉତ୍ସବରେ ଯୁବ ଡକ୍ଟର ନରସିଂହ ପ୍ରସାଦ…
Read More...