ଫୁଲୁରି ତେଲ ଲାଗି ହେଲେ ମହାପ୍ରଭୁ
ପୁରୀ : ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡିତ ଚତୁର୍ଦ୍ଧା ମୁର୍ତ୍ତି । ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ମହାପ୍ରଭୁଙ୍କୁ ଆୟୁର୍ବେଦୀୟ ଉପଚାର କରୁଛନ୍ତି । ରବିବାର ହେଉଛି ଅଣସରର ପଞ୍ଚମ ଦିବସ । ଏବେ ମହାପ୍ରଭୁଙ୍କୁ ଗରମ!-->…
Read More...
Read More...