କେମିକାଲ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ
ଭଦୋଦରା: ଗୁଜରାଟରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରୀରେ ଆଜି ଭୟଙ୍କର ବିସ୍ଫୋରଣ ହୋଇଛି । ଭଦୋଦରାରେ ଥିବା ଦୀପକ ନାଇଟ୍ରେଟ ଫ୍ୟାକ୍ଟ୍ରୀରେ କାମ ଚାଲିଥିବା ବେଳେ ଏପରି ଘଟଣା ଘଟିଛି । ଏକାଧିକ ଅଗ୍ନିଶମ ଗାଡି ଓ ପୁଲିସ୍ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ସେମାନେ ନିଆଁକୁ ଆୟତ୍ତ!-->…
Read More...
Read More...