୪ ଦମ୍ପତିଙ୍କୁ ବିବାହ ସହାୟତା ପ୍ରଦାନ
ପୁରୀ: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଯଦି ଜଣେ ସାବାଳକ ଭିନ୍ନକ୍ଷମ ବ୍ୟକ୍ତି ଜଣେ ସକ୍ଷମ ବ୍ୟକ୍ତିଙ୍କୁ ବିବାହ କରେ ତେବେ ତାଙ୍କୁ ବିବାହ ସହାୟତା ପ୍ରଦାନ କରାଯିବ । ସେହି ଆଧାରରେ ମଙ୍ଗଳବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ସମର୍ଥ ବର୍ମା ୪ ଦମ୍ପତିଙ୍କୁ ସହାୟତା!-->…
Read More...
Read More...