ଜନ ଅଭିଯୋଗ ଶୁଣାଣି ଏବଂ ଗ୍ରାମ୍ୟମୁଖୀ ପ୍ରଶାସନ ଶିବିର
ଗଜପତି,୨୩/୫- ଗଜପତି ଜିଲ୍ଲା ଗୋଶାଣି ବ୍ଳକର ଶୋବରା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜନ ଅଭିଯୋଗ ଶୁଣାଣି ଏବଂ ଗ୍ରାମ୍ୟ ମୁଖୀ ପ୍ରଶାସନ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଜୟରାମ ଶତପଥୀ,!-->…
Read More...
Read More...