ଶ୍ରୀମନ୍ଦିର ନାଟମଣ୍ଡପ ଉପରକୁ ଚଢିଗଲେ ବଙ୍ଗୀୟ ଯୁବକ
ପୁରୀ : ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ । ଶ୍ରୀମନ୍ଦିର ନାଟମଣ୍ଡପ ଉପରେ ଜଣେ ବଙ୍ଗୀୟ ଯୁବକ ଚଢୁଥିବା ବେଳେ ତାଙ୍କୁ ପୁଲିସ ଅଟକ ରଖିଛି । ଅଟକ ଯୁବକ ଜଣକ ହେଉଛି ପଶ୍ଚିମବଙ୍ଗ ଅଞ୍ଚଳର ରାକେଶ ହାଜରା । ଆଜି ମଧ୍ୟାହ୍ନ ସମୟରେ ରାକେଶ ଘଣ୍ଟି ଦ୍ୱାର ଦେଇ ନାଟ ମଣ୍ଡପରେ!-->…
Read More...
Read More...