ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ୨୦ ମୃତ
ନୂଆଦିଲ୍ଲୀ : ରାଜଧାନୀର ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏକ ବାଣିଜିକ ବହୁତଳ ବିଶିଷ୍ଟ କୋଠାରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟି ଅତି କମରେ ୨୦ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୪୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଅଧିକାଂଶ ଅବସ୍ଥା ଅତି ସଂକଟାପନ୍ନ ।!-->…
Read More...
Read More...