ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା
ଭୁବନେଶ୍ୱର: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ ପୁଣି ଆରମ୍ଭ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା। ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାର ଅନେକ ଅଞ୍ଚଳରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି!-->…
Read More...
Read More...