ଭିଏତନାମ ଗସ୍ତ ସମୟରେ ଓଡ଼ିଶା-ଦା ନାଙ୍ଗ ସମ୍ପର୍କ ସ୍ଥାପନ ପାଇଁ ପ୍ରସ୍ତାବ ଦେଲେ ରାଜ୍ୟପାଳ

ଭୁବନେଶ୍ୱର: ଭିଏତନାମକୁ ନିଆଯାଇଥିବା ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷକୁ (ରେଲିକ୍ସ) ଭାରତ ଫେରାଇ ଆଣିବା ପାଇଁ ଭିଏତନାମ ଗସ୍ତ କରିଥିବା ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଓଡ଼ିଶା ଏବଂ ଭିଏତନାମର ଡା-ନାଙ୍ଗ ସିଟି ମଧ୍ୟରେ ପ୍ରଦେଶସ୍ତରୀୟ ସମ୍ପର୍କ ସ୍ଥାପନ କରିବାକୁ ପ୍ରସ୍ତାବ
Read More...

ଓଡ଼ିଶାର ସମୃଦ୍ଧ ଇତିହାସ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ ଭଳି କାର୍ଯ୍ୟ କରୁ : ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ…

ଭୁବନେଶ୍ୱ: ଓଡ଼ିଶାର ଇତିହାସ ହେଉଛି ସମୃଦ୍ଧ। ଏହି ସମୃଦ୍ଧ ଇତିହାସ ଯୁବବର୍ଗଙ୍କୁ ପ୍ରେରିତ କରୁ। ଯୁବପିଢ଼ିଙ୍କ ମଧ୍ୟରେ ଏକ ନୂତନ ଚିନ୍ତା ଚେତନାର ଉନ୍ମେଷ ନିମନ୍ତେ ଆମ ଇତିହାସ ଏକ ମାର୍ଗଦର୍ଶକ ଭଳି କାର୍ଯ୍ୟ କରୁ। ଓଡ଼ିଆ ଜାତୀୟତାବାଦ କେବେ ହେଲେ ମଧ୍ୟ ଆଞ୍ଚଳିକତାବାଦ ମଧ୍ୟରେ ସୀମିତ
Read More...

ଦେବଗଡରେ ପ୍ରାୟ ୨୦୫ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ
Read More...

ଗରମ ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର: କିଛିଦିନର ଆଶ୍ୱସ୍ତି ପରେ ପୁଣି ଫେରିଛି ତାତି। ଗରମ ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ବାୟୁମଣ୍ଡଳରେ ଆର୍ଦ୍ରତା ରହୁଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ସେପଟେ ଏବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗୁଆ ଓଡ଼ିଶା ଛୁଇଁଥିଲେ ମଧ୍ୟ ରାଜ୍ୟକୁ ପଶ୍ଚିମା ଶୁଷ୍କ
Read More...

 ‘ରାମାୟଣ’ରେ ଭଗବାନ ଶିବଙ୍କ ଭୂମିକାରେ ଅଭିନୟ କରିବେ ମୋହିତ

ମୁମ୍ଵାଇ; ରଣବୀର କପୁରଙ୍କ ବହୁ ପ୍ରତୀକ୍ଷିତ ପିଲ୍ମ ରାମାୟଣ । ସମସ୍ତେ ଏହି ଫିଲ୍ମକୁ ଅପେକ୍ଷା କରିଛନ୍ତି। ହେଲେ ପ୍ରଥମେ ରିଲିଜ୍ ହେବ ରଣବୀର ଓ ସଞ୍ଜୟ ଲୀଲା ଭଂସାଲିଙ୍କ "ଲଭ୍ ଆଣ୍ଡ୍ ୱାର୍" । ଦୀପାବଳିରେ ଅଭିନେତାଙ୍କ "ରାମାୟଣ"ର ପ୍ରଥମ ଭାଗ ଆସିବ।୨୦୨୬ରେ ରଣବୀର କପୁରଙ୍କ ପାଇଁ ବହୁତ
Read More...

 ୭ ମାସର ନିଷ୍ପାପ ଶିଶୁକୁ କଚାଡ଼ି ମାରିଲା ବାପା

 ଢେଙ୍କାନାଳ : ବାପା ନା କଂସେଇ ? ସ୍ତ୍ରୀ ସହ ଲାଗି ରହୁଥିବା କଳହର ରାଗ ସାରିଦେଲା କୁନି ଝିଅ ଉପରେ। ୭ ମାସର ନିଷ୍ପାପ ଶିଶୁକୁ କଚାଡ଼ି ମାରିଲା ଜହ୍ଲାଦ ବାପା। ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ଗ୍ରାମରେ ଘଟିଛି ଏଭଳି ସ୍ପର୍ଶକାତର ହୃଦୟବିଦାରକ ଘଟଣା। ପରିବାର ଲୋକଙ୍କ
Read More...

ଆଉପାଦେ ଆଗେଇଲା ଖୋର୍ଦ୍ଧାରୋଡ୍-ବଲାଙ୍ଗୀର ରେଳପଥ ପ୍ରକଳ୍ପ ; ସରିଲା ୭ ସୁଡ଼ଙ୍ଗ ଖନନ କାର୍ଯ୍ୟ

ଦଶପଲ୍ଲା : ଆଉପାଦେ ଆଗେଇଲା ଖୋର୍ଦ୍ଧାରୋଡ୍-ବଲାଙ୍ଗୀର ନୂତନ ଓସାରିଆ ରେଳପଥ ପ୍ରକଳ୍ପ । ଇତ୍ୟାବସରରେ ସମସ୍ତ ସୁଡ଼ଙ୍ଗର କାର୍ଯ୍ୟ ଶେଷ ହୋଇଛି । ନୟାଗଡ଼ ଜିଲ୍ଲାରର ବୁଗୁଡ଼ା ,ଦଶପଲ୍ଲା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ( ଟନେଲ ୨ ) ଖନନ କାର୍ଯ୍ୟ ଶେଷ ହେବା ସହ ପ୍ରକଳ୍ପ ମଧ୍ୟରେ ସମସ୍ତ । ୭ଟି
Read More...

ଆଜି ଆଇପିଏଲକୁ ମିଳିବ ନୂଆ ଚାମ୍ପିଅନ

ଅହମଦାବାଦ: ଦଶ ଦଳକୁ ନେଇ ୭୪ ଦିନର ଯାତ୍ରା ଏବେ ଦୁଇଟି ଦଳକୁ କମି ଆସିଛି। ୭୪ତମ ମ୍ୟାଚ୍‌ ସହ ମଙ୍ଗଳବାର ଶେଷ ହେବାକୁ ଯାଉଛି ଆଇପିଏଲ୍‌ର ଅଷ୍ଟାଦଶ ସଂସ୍କରଣ। ଏହି ଦୁଇ ଦଶନ୍ଧିରେ ଯେଉଁ ଦୁଇଟି ଦଳ ନିଜ ଟ୍ରଫି ସ୍ବପ୍ନକୁ ସାକାର କରିପାରିନାହାନ୍ତି ସେମାନେ ଏବେ ଅବତୀର୍ଣ୍ଣ ଅଛନ୍ତି ଟାଇଟଲ୍
Read More...

ଖୁବଶୀଘ୍ର ନୂଆ ମଦ ନୀତି ଆଣିବେ ସରକାର

ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଚଳିତ ମାସ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହ ବେଳକୁ ନୂଆ ମଦ ନୀତି ରାଜ୍ୟରେ ଲାଗୁ ହେବ ବୋଲି ମନ୍ତ୍ରୀ କହିଛନ୍ତି। ନୂଆ ମଦ ନୀତିରେ ନୂଆ ଦୋକାନ
Read More...

କୃଷିଜାତ ସାମଗ୍ରୀର ଉତ୍ପାଦନ ବଢାଇବା ଆମର ଉଦ୍ଦେଶ୍ୟ – ଧର୍ମେନ୍ଦ୍ର ପ୍ରଧାନ

ରେଙ୍ଗାଲି/ସମ୍ବଲପୁର:ସମ୍ବଲପୁର ଜିଲ୍ଲାରେ ଚାଷୀଙ୍କ ଆୟକୁ ବଢାଇବା ସହ ସବୁ ପ୍ରକାର ଚାଷର ଉତ୍ପାଦନ ବଢାଇବା ଆମର ମୂଳ ଉଦ୍ଦେଶ୍ୟ ବୋଲି ସୋମବାର ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଠାରେ ‘ବିକଶିତ କୃଷି ସଂକଳ୍ପ ଅଭିଯାନ’ରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର
Read More...