ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଏବେ ଡହଡହ ଖରାକୁ ବିଦ୍ୟୁତ କାଟ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ବିଦ୍ୟୁତକାଟ ଜନିତ!-->…
Read More...
Read More...