ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ
କଟକ: ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ । ଦଶମ ଶ୍ରେଣୀ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପାଇଁ ଅନଲାଇନରେ ମିଳିବ ଆଡମିଟ କାର୍ଡ । ସେହିପରି ମଧ୍ୟମା ଓ SOSC- ୨୦୨୨ ପାଇଁ ମଧ୍ୟ ଆଡମିଟ୍ କାର୍ଡ ମିଳିବ।
ପୂର୍ବାହ୍ନ ୧୦ଟାରୁ ଅନଲାଇନରେ ଉପଲବ୍ଧ ହେବ ଆଡମିଟ୍ କାର୍ଡ । ବୋର୍ଡ ୱେବସାଇଟ!-->!-->!-->…
Read More...
Read More...