ଷ୍ଟେଟବ୍ୟାଙ୍କ ଗ୍ରାମୀଣ ଆତ୍ମନିଯୁକ୍ତି ଶିକ୍ଷା କେନ୍ଦ୍ରଠାରେ ଜାତୀୟ ମହିଳା ଦିବସ ପାଳିତ
ସୁବର୍ଣ୍ଣପୁର : ଆଜି ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ଥିବା ଷ୍ଟେଟବ୍ୟାଙ୍କ ଗ୍ରାମୀଣ ଆତ୍ମନିଯୁକ୍ତି ଶିକ୍ଷା କେନ୍ଦ୍ରଠାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ଓ ନୂତନ ବିଉଟି ପାର୍ଲର ଟ୍ରେନିଂର ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ସଦର ଏସଡିପିଓ ପୁଷ୍ପାଞ୍ଜଳି ନିଙ୍ଗୀ ତାଲିମ!-->…
Read More...
Read More...