ଦେବଗଡରେ ପ୍ରାୟ ୨୦୫ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ!-->…
Read More...
Read More...