ଏମସିଏସ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ଦୀନବନ୍ଧୁ ମହାନ୍ତିଙ୍କ ଦାୟିତ୍ୱ ଗ୍ରହଣ
ଫୁଲବାଣୀ:-କନ୍ଧମାଳ ଜିଲ୍ଲା ଏମସିଏସ ମହାବିଦ୍ୟାଳୟରେ ପ୍ରାଧ୍ୟାପକ ଦୀନବନ୍ଧୁ ମହାନ୍ତି ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏନେଇ ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ପ୍ରାଧ୍ୟାପକ ମହାନ୍ତି ଦାୟିତ୍ୱ ଗ୍ରହଣ ପରେ ଟିକାବାଲି!-->…
Read More...
Read More...