ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ
ଭୁବନେଶ୍ୱର : ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳ ପରଲୋକ ହୋଇଯାଇଛି । ଆଜି ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ହେମାନନ୍ଦ ବିଶ୍ୱାଳଙ୍କ!-->…
Read More...
Read More...