ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କପିଲ ଶର୍ମା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କମେଡିଆନ ତଥା ବଲିଉଡ ଫିଲ୍ମ ଅଭିନେତା କପିଲ ଶର୍ମା ଭେଟିଛନ୍ତି। ନବୀନ ନିବାସରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। କପିଲଙ୍କ ବ୍ୟତୀତ ଓଡ଼ିଆ ଝିଅ ତଥା ବଲିଉଡ ଅଭିନେତ୍ରୀ ନନ୍ଦିତା ଦାସ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟିଛନ୍ତି ।…
Read More...

ଏକାଧିକ ରେକର୍ଡର ଅଧିକାରୀ ହେଲେ ଆଜମ

କରାଚି: ଅଷ୍ଟ୍ରେଲିଆ ବିପକ୍ଷରେ ଦମଦାର ବ୍ୟାଟିଂ କରିଥିବା ପାକିସ୍ତାନ ଅଧିନାୟକ ବାବର ଆଜମ ଏକାଧିକ ରେକର୍ଡର ଅଧିକାରୀ ହୋଇଛନ୍ତି । ଦ୍ୱିତୀୟ ଟେଷ୍ଟରେ ୧୯୬ ରନ୍‌ର ମାରାଥନ ଇନିଂସ ଖେଳି ବାବର ପାକିସ୍ତାନକୁ ନିଶ୍ଚିତ ପରାଜୟରୁ ରକ୍ଷା କରିଛନ୍ତି । ୫୦୬ ରନ୍‌ର ଟାର୍ଗେଟ ପିଛା କରୁଥିବା…
Read More...

ସୌର ଚାଲିତ ନଳକୂଅ ଅଚଳ, ମରାମତି ପାଇଁ ପଞ୍ଚାୟତକୁ ହସ୍ତାନ୍ତର ପରେ ଦୁର୍ଦ୍ଦଶା ବଢୁଛି

ପାଟଣାଗଡ଼ : ସରକାର ପାନୀୟ ଜଳ ସମସ୍ୟା ଦୂର କରିବାକୁ ପଂଚାୟତ ଗୁଡିକକୁ ଦାୟିତ୍ୱ ଦେଇଛନ୍ତି । ହେଲେ ନଳକୂପ ମରାମତି ପଂଚାୟତକୁ ହସ୍ତାନ୍ତର ପରେ ଦୁର୍ଦ୍ଦଶା ବଢୁଛି ବୋଲି ଅଭିଯୋଗ ହେଉଛି । ଅଭିଯୋଗ ଅନୁଯାୟୀ ବେଲପଡ଼ ବ୍ଲକ ତେନ୍ତୁଳୀମୁଣ୍ଡା ପଂଚାୟତର ତେନ୍ତୁଳି ମୁଣ୍ଡା ଗ୍ରାମ ସ୍କୁଲପଡାରେ…
Read More...

ରାଜ୍ୟସଭା ପାଇଁ ଆପ୍‌ ପ୍ରାର୍ଥୀ ହେବେ ହରଭଜନ

ନୂଆଦିଲ୍ଲୀ: ପୂର୍ବତନ କ୍ରିକେଟ୍‌ର ହରଭଜନ ସିଂହ ଲଢିବେ ରାଜ୍ୟସଭା ନିର୍ବାଚନ । ତେବେ କଂଗ୍ରେସ ନୁହେଁ କି ବିଜେପି ନୁହେଁ,ସେ ଆପ୍‌ ଦଳର ପ୍ରାର୍ଥୀଭାବେ ଲଢିବେ । ଚଳିତ ବର୍ଷ ରାଜ୍ୟସଭା ନିର୍ବାଚନରେ ପଞ୍ଜାବରୁ ‘ଆପ୍‌’ର ପ୍ରାର୍ଥୀ ହେବେ ବୋଲି ଦଳ ତରଫରୁ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ…
Read More...

ଏହି ଦେଶରେ ଦିନକରେ ସଂକ୍ରମିତ ହେଲେ ୬ ଲକ୍ଷ

ସିଓଲ,୧୭/୩ : ଦକ୍ଷିଣ କୋରିଆରେ କୋଭିଡ ସ୍ଥିତି ଏବେ ସାଂଘାତିକ । ଦିନକରେ ସଂକ୍ରମିତ ହୋଇଛନ୍ତି ୬ ଲକ୍ଷ । ଏହି ସମୟରେ କରୋନା ଯୋଗୁ ଦେଶରେ ୪୨୯ ଜଣଙ୍କ ମୃତ୍ୟୁ ହୋଇଛି । ନୂଆ ମାମଲା ସହିତ ଦେଶରେ ଗୋଟିଏ ଦିନରେ କରୋନା ସଂକ୍ରମଣରେ ୫୦ ପ୍ରତିଶତ ବୃଦ୍ଧି ଦେଖାଯାଇଛି । ଦେଶରେ ଦୈନିକ ସଂକ୍ରମଣ…
Read More...

ଗାନ୍ଧି ଅନୁଗତଙ୍କୁ ହଟାଇବା ଅଭିଯାନରେ ଜି-୨୩

ନୂଆଦିଲ୍ଲୀ,୧୭/୩ : ପାଞ୍ଚଟି ରାଜ୍ୟ ବିଧାନସଭା ନିର୍ବାଚନରେ ଅତ୍ୟନ୍ତ ଲଜ୍ଜାଜନକ ପରାଜୟ ପରେ କଂଗ୍ରେସ ସଭାନେତ୍ରୀ ସୋନିଆ ଗାନ୍ଧି ଦଳକୁ ସଜାଡ଼ି ଏହାର ପୁନରୁଦ୍ଧାର ଦିଗରେ ଜୋରଦାର ଓ କଡ଼ା ଅଭିଯାନ ଆରମ୍‌ଭ କରିଦେଇଛନ୍ତି । ଏହି ରାଜ୍ୟଗୁଡ଼ିକର କଂଗ୍ରେଓ ସଭାପତିମାନଙ୍କୁ ହଟାଇ ସେମାନଙ୍କ…
Read More...

୪୫ ଦିନରେ ଭାରତ ନିର୍ମାଣ କଲା ୭ ମହଲା କୋଠା

ନୂଆଦିଲ୍ଲୀ,୧୭/୩ : ବହୁମହଲା ବିଶିଷ୍ଟ କୋଠା ନିର୍ମାଣ କ୍ଷେତ୍ରରେ ଭାରତ ରେକଡର଼୍ ସୃଷ୍ଟି କରିଛି । ମାତ୍ର ୪୫ ଦିନରେ ନିର୍ମିତ ହୋଇପାରିଛି ଏକ ସାତ ମହଲା କୋଠା । ଏହି ରେକଡର଼୍ କରିଛି ପ୍ରତିରକ୍ଷା ଅନୁସନ୍ଧାନ ବିକାଶ ସଂଗଠନ ବା ଡିଆରଡିଓ । ବେଙ୍ଗାଲୋର ଠାରେ ବୈମାନିକ ବିକାଶ ପ୍ରତିଷ୍ଠାନ…
Read More...

ସଂସ୍କାରଭାରତୀ ପଶ୍ଚିମ ପ୍ରାନ୍ତ ପକ୍ଷରୁ କରମସାନି ମହୋତ୍ସବ ପାଳନ

ସୁବର୍ଣ୍ଣପୁର : ଆଜାଦି କେ ଅମୃତ ମହୋତ୍ସବ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଣ୍ଡକିଟାଲ ଗ୍ରାମରେ ସଂସ୍କାରଭାରତୀର ପଶ୍ଚିମ ପ୍ରାନ୍ତ ପକ୍ଷରୁ ଜିଲ୍ଲାର ୫୦୦ କରମସାନି କଳାକାରମାନଙ୍କୁ ନେଇ କରମସାନି ମହୋତ୍ସବ ପାଳନ କରାଯାଇଥିଲା । ଏହି ମହୋତ୍ସବରେ…
Read More...

ବୌଦ୍ଧଗଡ ଏନଏସି ନିର୍ବାଚନ, ଘରକୁ ଘର ବୁଲି ପ୍ରଚାର କରୁଛନ୍ତି ବିଜେପି ଅଧ୍ୟକ୍ଷ ପ୍ରାର୍ଥୀ

ବୌଦ୍ଧ : ବିଜେପି ବୌଦ୍ଧ ଜିଲ୍ଲା ତରଫରୁ ଆଜି ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ୧୨ ନମ୍ବର ୱାର୍ଡ ବୁଟୁପାଲି ଗ୍ରାମରେ ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କରିଛନ୍ତି ଜିଲ୍ଲା ବିଜେପି ସଭାପତି ବିପ୍ର ଚରଣ ମହାନ୍ତି ଓ ଚେୟାରମ୍ୟାନ ପ୍ରାର୍ଥୀ ଯୁଗଳ କିଶୋର ସାମଲଙ୍କ ସମେତ ୱାର୍ଡ…
Read More...

ସେବାୟତଙ୍କୁ ଗୁଳି କରି ହତ୍ୟା ମାମଲା, ଖୁବଶୀଘ୍ର ଗିରଫ ହେବେ ସମସ୍ତ ଅଭିଯୁକ୍ତ

ପୁରୀ : ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀ ଓରଫ କାଳିଆ ପ୍ରତିହାରୀ ହତ୍ୟାକାଣ୍ଡ ଘଟଣାକୁ ସବୁଠାରୁ ଅଧିକ ଗୁରୁତ୍ୱ ଦିଆଯାଇଛି । ପୋଲିସର ବିଭିନ୍ନ ଦଳ ବିଭିନ୍ନ ସ୍ଥାନରେ ରେଡ୍‌ କରୁଛନ୍ତି । ସମସ୍ତ ଅପରାଧୀଙ୍କୁ ପୋଲିସ ଚିହ୍ନଟ କରିସାରିଛି ।…
Read More...