ଆସନ୍ତାକାଲି ଜାଗର ଯାତ୍ରା, ରାତି ୧୦ଟାରେ ଲିଙ୍ଗରାଜଙ୍କ ମହାଦୀପ ଉଠିବ

ଭୁବନେଶ୍ୱର: ଆସନ୍ତାକାଲି ଜାଗର ଯାତ୍ରା । ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଏକାମ୍ର କ୍ଷେତ୍ର। ମନ୍ଦିର ସୌନ୍ଦର୍ଯ୍ଯକରଣ ସହ ମନ୍ଦିର ଚତୁର୍ପାର୍ଶ୍ଵରେ ଥିବା ଛୋଟ ବଡ଼ ମନ୍ଦିର ଅଲୋକୀକରଣ କରିଛି ବିଏମସି। ସେହିଭଳି ଟ୍ରାଫିକ ଓ ପାର୍କିଂ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ପୁଲିସ ପ୍ରଶାସନ
Read More...

ଗୋଷ୍ଠୀ ଶିକ୍ଷା ଅଧିକାରୀ ବାଳକୃଷ୍ଣ ମାଝୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଗଜପତି,୨୮/୨: ଗଜପତି ଜିଲ୍ଲା ଗୋଶାଣି ବ୍ଳକର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କର ଆଞ୍ଚଳିକ ସମ୍ବଳ କେନ୍ଦ୍ର ଠାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବାଳକୃଷ୍ଣ ମାଝୀଙ୍କୁ ଆଜି ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ସେ ୨୩. ୧୨. ୨୦୨୧ ଠାରୁ ୨୮.୨.୨୦୨୨ ପର୍ଯ୍ୟନ୍ତ କାର୍ଯ୍ୟରତ ଥିଲେ । ଆଜି
Read More...

ଗଜପତି ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ଗଜପତି,୨୮/୨: ସ୍ଥାନୀୟ ଡ଼. ସତ୍ୟନାରାୟଣ ରାଜଗୁରୁ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଠାରେ ଗଜପତି ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟିକଙ୍କ ନିର୍ଦ୍ଦେଶକ୍ରମେ ଓ ଶିକ୍ଷକ ନିର୍ଦ୍ଦେଶାଳୟ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ, ଓଡିଶା,
Read More...

ମେଜର ଧ୍ୟାନଚାନ୍ଦ ସ୍ପୋର୍ଟସ ଏଣ୍ଡ ଗେମ୍ସ୍‌ ଏକାଡେମୀର ସଂସ୍ଥାପକକୁ ଶ୍ରେଷ୍ଠ କ୍ରୀଡା ସଂଗଠକ ସମ୍ମାନରେ ସମ୍ମାନିତ

ଘୁ.ଉଦୟଗିରି,୨୮/୨- ଓଡ଼ିଶା ଫୁଟବଲ ଟେନିସ ଆସୋସିଏସନ୍‌, ଏବଂ ସିଟି କ୍ଲବ, ଭୁବନେଶ୍ୱରର ମିଳିତ ଉଦ୍ୟମରେ ସୟଦ୍‌ ମୁମତାଜ ଅଲ୍ଲୀ ସରକାରୀ ଉଚ୍ଚବିଦ୍ୟାଳୟ ଖେଳପଡିଆରେ ୫ମ ନରେନ୍ଦ୍ର ମେମୋରିଆଲ ଆନ୍ତଃଜିଲ୍ଲା ପୁରୁଷ ଏବଂ ମହିଳା ଫୁଟବଲ ଟେନିସ୍‌ ପ୍ରତିଯୋଗିତା ୨୬ ଏବଂ ୨୭ ଦୁଇ ଦିନ ଧରି
Read More...

ଉଦଘାଟିତ ହେଲା ସୁବର୍ଣ୍ଣପୁର ସଦର ଥାନାର ନୂତନ କୋଠା

ସୁବର୍ଣ୍ଣପୁର,୨୮/୨ - ଆଜି ସୁବର୍ଣ୍ଣପୁର ସହର ତଥା ତରଭା ଓ ବିନିକା ଥାନାର ନୂତନ କୋଠା ଗୃହକୁ ସୁବର୍ଣ୍ଣପୁର ଏସ ପି ସୀତାରାମ ଶତପଥି ଶୁଭ ଉଦଘାଟନ କରିଛନ୍ତି । ଏ ଅବସରରେ ଗଣମାଧ୍ୟମକୁ ତାଙ୍କର ପ୍ରତିକ୍ରିୟା ଦେଇ ଆମ ପୋଲିସ ବ୍ୟବସ୍ଥା, ଆଧୁନିକ ବ୍ୟବସ୍ଥା ଓ ମୋ ସରକାର ଯୋଜନାର ସଫଳତା ଉପରେ
Read More...

ମହଙ୍ଗା ହେଲା ଅମୁଲ କ୍ଷୀର

ନୂଆଦିଲ୍ଳୀ,୨୮/୨: ପୁଣି ମହଙ୍ଗା ହେଲା କ୍ଷୀର । ଦେଶରେ ଲୋକପ୍ରିୟତାର ଶିଖର ଛୁଇଁଥିବା ଏବଂ କ୍ଷୀର ବଜାର ରାଜ କରୁଥିବା ଅମୁଲ କ୍ଷୀରର ମୂଲ୍ୟ ବୃଦ୍ଧି ପାଇଛି । ସାରା ଦେଶରେ ଲିଟର ପ୍ରତି ୨ ଟଙ୍କା ବଢାଇଲା ଅମୁଲ । ଏହାସହ ନୂଆ ଦର ଲାଗୁ ହେବା ପରେ ଅମୁଲ ଗୋଲ୍ଡର ଦର ୫୦୦ ମିଲିଲିଟରକୁ ୩୦
Read More...

ବୌଦ୍ଧ ନବୋଦୟ ବିଦ୍ୟାଳୟରେ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ

ବୌଦ୍ଧ,୨୮/୨- ଜାତୀୟ ବିଜ୍ଞାନ ଦିବସ ଅବସରରେ ବୌଦ୍ଧ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରଦର୍ଶନୀରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବୈଷୟିକ ତଥା ବିଭିନ୍ନ ଜ୍ଞାନ କୌଶଳରେ ୪୦ ରୁ ଉର୍ଦ୍ଧ୍ୱ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଏହି
Read More...

ବାଲୁକା କଳା ମାଧ୍ୟମରେ ଶିବରାତ୍ରୀର ଶୁଭେଚ୍ଛା

ପୁରୀ : ପବିତ୍ର ମହାଶିବରାତ୍ରି ଅବସରରେ ବାଲୁକା ଚିତ୍ରକଳା ମାଧ୍ୟମରେ ଶିବରାତ୍ରିର ଶୁଭେଚ୍ଛା । ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏହି ବାଲୁକା ଚିତ୍ର କଳା କରିଛନ୍ତି । ସବୁଠୁ ବଡ଼ କଥା ହେଉଛି ଏହି ବାଲୁକା ଚିତ୍ରକଳାରେ ୨୩ ହଜାର ୪୩୬ ଟି
Read More...

ଆସିଲା ମାର୍ଚ୍ଚ ମାସର ଗାଇଡଲାଇନ,ଜାଣନ୍ତୁ କ’ଣସବୁ ରହିଛି ଏଥିରେ

ଭୁବନେଶ୍ୱର,୨୮/୨: ମାର୍ଚ୍ଚ ମାସ ପାଇଁ ରାଜ୍ୟ ସରକାର ଜାରି କରିଛନ୍ତି ନୂଆ ଗାଇଡଲାଇନ । ଆଜି ଜାରି ହୋଇଥିବା ଏହି ଗାଇଡଲାଇନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି । ନାଇଟ କର୍ଫ୍ୟୁକୁ ମଧ୍ୟ ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ଉଠାଇ ଦିଆଯାଇଛି । ଏହି ଗାଇଡଲାଇନରେ ପର୍ବପର୍ବାଣୀ ଉପରେ ଅଧିକ ଧ୍ୟାନ
Read More...

ୟୁକ୍ରେନ୍ ଫେରନ୍ତା ଓଡିଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆପଣାମାନେ ସମସ୍ତେ ନିରାପଦରେ ଫେରିଆସିଥିବାରୁ ମୁଁ ଆଶ୍ୱସ୍ତ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସହିତ ଅନଲାଇନ ଜରିଆରେ ଆଲୋଚନା କରି ଏହା କହିଛନ୍ତି । ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ କରି ୟୁକ୍ରେନରେ
Read More...