ସାକ୍ଷୀଗୋପାଳ ଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ଭୁବନେଶ୍ୱର: ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ୍‌ ଓ
Read More...

ଆଧ୍ୟାତ୍ମିକତାର ଦିବ୍ୟତା ଓ ଲୋକ ସଂସ୍କୃତିର ଭବ୍ୟତାର ବିରଳ ସଙ୍ଗମ ହେଉଛି ଶୀତଳ ଷଷ୍ଠୀ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର:କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭିଡ଼ିଓ ବାର୍ତ୍ତା ଜରିଆରେ ଶୀତଳ ଷଷ୍ଠୀ -୨୦୨୫ର ଶୁଭେଚ୍ଛା ଜଣାଇବା ସହ ଆସନ୍ତାକାଲି ଠାରୁ ଜୁନ ୨ ପର୍ଯ୍ୟନ୍ତ ସମ୍ବଲପୁର ଶୀତଳଷଷ୍ଠୀ ପର୍ବରେ ସାମିଲ ହେବା ପାଇଁ ସମସ୍ତଙ୍କୁ ନିମନ୍ତ୍ରଣ ଦେଇଛନ୍ତି ।   ଶ୍ରୀ ପ୍ରଧାନ
Read More...

ପୁଣି ବଢିଲା କରୋନା, ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୨ ଶହ ଟପିଲା

ନୂଆଦିଲ୍ଲୀ; ପୁଣି ଫେରିଛି କରୋନା । ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମଣ ମାମଲା । ଗୁରୁବାର ସୁଦ୍ଧା, ଦେଶରେ ସକ୍ରିୟ ମାମଲା ସଂଖ୍ୟା ୧୨୦୦ ଅତିକ୍ରମ କରିଛି। ଏହା ଯୋଗୁଁ ୧୨ ଜଣଙ୍କର ଜୀବନ ମଧ୍ୟ ଯାଇଛି। ଯାହାକୁ ନେଇ ଚିନ୍ତାର କାରଣ ପାଲଟିଛି । ମହାରାଷ୍ଟ୍ରରେ କୋଭିଡର ୮୬ଟି ନୂତନ
Read More...

ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ଆକାଶ ଅମ୍ବାନୀ

ପୁରୀ- ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ବଡ ପୁଅ ତଥା ରିଲାଏନ୍ସ ଜିଓର ଚେୟାରମ୍ୟାନ ଆକାଶ ଅମ୍ବାନୀ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ବୁଧବାର ବିଳମ୍ବିତ ରାତିରେ ଆକାଶ ଅମ୍ବାନୀ ଶ୍ରୀମନ୍ଦିର ଆସି ଶ୍ରୀଜିଉଙ୍କ ଦର୍ଶନ ଲାଭ କରିଥିଲେ।ମହାପ୍ରଭୁଙ୍କ
Read More...

ନିଶା ଖାଇବା ପାଇଁ ଟଙ୍କା ନଦେବାରୁ ମାଆକୁ ମାରିଲା ପୁଅ

ପୁରୀ; ପୁରୀ ସଦର ସମଙ୍ଗରା ଗ୍ରାମରେ ବିଭତ୍ସ କାଣ୍ଡ। ପୁଅର ଫାଉଡ଼ା ଚୋଟ ରେ ମାଆ ମୃତ । ମୃତକ ହେଉଛନ୍ତି ସମଂଗରା ମଶାଣି ଉପର ନିକଟର କନକ ପ୍ରଧାନ(୫୫)। ଘଟଣା ରେ ପେଣ୍ଠକଟା ମେରାଇନ ଥାନା ପୋଲିସ ଅଭିଯୁକ୍ତ ପୁଅ ପିଙ୍କୁ ପ୍ରଧାନ (୩୦)କୁ ଗିରଫ କରିଛି। ସୂଚନା ଅନୁଯାୟୀ ଆଜି ସକାଳେ ପିଂକୁ
Read More...

ହୋମଗାର୍ଡ ଚାକିରି ପାଇଁ ଶାରୀରିକ ପରୀକ୍ଷା ବେଳେ ଅଘଟଣ; ଜଣେ ମୃତ, ୭ ଗୁରୁତର

ପାରଳାଖେମୁଣ୍ଡି- ହୋମଗାର୍ଡ ଚାକିରି ପାଇଁ ଶାରୀରିକ ପରୀକ୍ଷା ବେଳେ ଅଘଟଣ । ଗୁରୁତର ଅସୁସ୍ଥ ହୋଇ ଜଣେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ଅସୁସ୍ଥ ହୋଇଛନ୍ତି । ଅସୁସ୍ଥ ଥିବା ପରୀକ୍ଷାର୍ଥୀ ମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
Read More...

ଅବସର ନେବାକୁ ଇଚ୍ଛା ନଥିଲା…

ନୂଆଦିଲ୍ଲୀ: ଜେମ୍ସ ଆଣ୍ଡରସନ ୪୨ ବର୍ଷ ବୟସରେ ଟେଷ୍ଟ କ୍ରିକେଟରୁ ବିଦାୟ ନେଇଥିଲେ। ଆଣ୍ଡରସନ ଯେତେବେଳେ ତାଙ୍କ ୨୧ ବର୍ଷର କ୍ୟାରିଅର ଶେଷ କରିଥିଲେ, ସେତେବେଳେ ସାରା ବିଶ୍ୱ ତାଙ୍କୁ ସଲାମ କରୁଥିବାର ଦେଖାଯାଇଥିଲା। କିନ୍ତୁ ଆଣ୍ଡରସନ ଆଦୌ ଅବସର ନେବାକୁ ଚାହୁଁ ନ ଥିଲେ। ନିକଟରେ ସେ ଏନେଇ
Read More...

ଯାତ୍ରା ମାଲିକାଣୀ ହେଲେ ରାଣୀ ପଣ୍ଡା

ଭୁବନେଶ୍ୱର: ଓଡ଼ିଶାର ଲୋକପ୍ରିୟ ଯାତ୍ରା ଅନୁଷ୍ଠାନ ‘ସ୍ବର୍ଣ୍ଣ ମନ୍ଦିର’ର ନୂଆ ମାଲିକାଣୀ ହୋଇଛନ୍ତି ଜଣାଶୁଣା ଅଭିନେତ୍ରୀ ରାଣୀ ପଣ୍ଡା। ଏହି ଖବର ଯାତ୍ରା ପ୍ରେମୀଙ୍କ ମଧ୍ୟରେ ଏକ ନୂଆ ଉତ୍ସାହ ସୃଷ୍ଟି କରିଛି। ସ୍ବର୍ଣ୍ଣ ମନ୍ଦିରର ଶୁଭ ମହୁରତ ଅବସରରେ ରାଣୀ ପଣ୍ଡାଙ୍କୁ ଏହି ଦାୟିତ୍ୱ
Read More...

ସ୍ମାର୍ଟ ତାଲିମ ମାଧ୍ୟମରେ ସ୍ମାର୍ଟ ହେବେ ଅଙ୍ଗନବାଡି କର୍ମୀ

ଭୁବନେଶ୍ଵର:ଆଜି ଲୋକସେବା ଭବନସ୍ଥିତ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କର କାର୍ଯ୍ୟାଳୟରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ମହିଳା ଆୟୋଗର ନୂତନ ୱେବସାଇଟର ଢାଞ୍ଚା
Read More...

ଶ୍ରୀଜୀଉଙ୍କ ବନକ ଲାଗି ନୀତି ସଂପନ୍ନ

ପୁରୀ: ବୁଧବାର ସନ୍ଧ୍ୟାରେ ଶ୍ରୀଜୀଉ ମାନଂକ ବନକ ଲାଗି ନୀତି ଅନୁଷ୍ଠିତ ହୋଇଯାଇଛି। ଦ୍ବିତୀୟ ଭୋଗ ମଣ୍ଡପ ନୀତି ବଢିବା ପରେ ମହାପ୍ରଭୁଙ୍କ ବନକଲାଗି କରାଯାଇଥିଲା। ଦତ୍ତ ମହାପାତ୍ର ସେବକ ମାନେ ହିଙ୍ଗୁଳ,ହରିତାଳ,ଦୀପ କଳା ଆଦି ପ୍ରାକୃତିକ ରଙ୍ଗରେ ଶ୍ରୀଜୀଉ ମାନଙ୍କ ଶ୍ରୀମୁଖ ଶ୍ରୀଙ୍ଗ।ର
Read More...