ସଂଗ୍ରାମପୁର ଏମଇ ସ୍କୁଲରେ ପ୍ରୋଜେକ୍ଟର ମାଧ୍ୟମରେ ଶିକ୍ଷଣ-ଶିକ୍ଷାଦନ ଶୁଭାରମ୍ଭ
ବୌଦ୍ଧ :ବୌଦ୍ଧ ବ୍ଲକ ତାଳସରଡା ଗ୍ରାମପଞ୍ଚାୟତ ଅଧିନସ୍ଥ ସଂଗ୍ରାମପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉପଦେଷ୍ଟା ଚେତାରାମ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପ୍ରୋଜେକ୍ଟର ମାଧ୍ୟମରେ ଶିକ୍ଷଣ -ଶିକ୍ଷାଦନର ଶୁଭାରମ୍ଭ ହୋଇଯାଇଛି । ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧ୍ରୁବଚରଣ ଘିବେଲା ମୁଖ୍ୟ!-->…
Read More...
Read More...