ଚଉଁରିଆପଦର ବୁଥରେ ୨୩ ତାରିଖରେ ହେବ ସାନି ନିର୍ବାଚନ

ବୌଦ୍ଧ,୧୯/୨- ଗତ ୧୮ ତାରିଖ ଦିନ ଦ୍ୱିତୀୟ ପର୍ଯ୍ୟାୟରେ ବୌଦ୍ଧବ୍ଲକ ରକ୍ସା ପଞ୍ଚାୟତ ଅନ୍ତର୍ଗତ ୧ ନମ୍ବର ୱାର୍ଡ ଚଉଁରିଆପଦର ବୁଥରେ ହୋଇଥିବା ନିର୍ବାଚନ ମୁକ୍ତ ଓ ଅବାଧ ହୋଇନଥିବା ନେଇ ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟ ପକ୍ଷରୁ ଅବଗତ କରାଯିବାପରେ, ସେଠାରେ ସାନି ନିର୍ବାଚନ କରାଯିବାକୁ
Read More...

ଏହି ସବୁ ବୁଥରେ ୨୩ରେ ରି-ପୋଲିଂ

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ଓ ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନବେଳେ ଯେଉଁ ଯେଉଁ ସ୍ଥାନମାନଙ୍କରେ ବିଭିନ୍ନ ପ୍ରକାରର ଗଣ୍ଡଗୋଳ ଯୋଗୁଁ ନିର୍ବାଚନକୁ ବାତିଲ କରିଦିଆଯାଇଥିଲା ସେସବୁ ଭୋଟ ଗ୍ରହଣ କେନ୍ଦ୍ରଗୁଡ଼ିକରେ ଆସନ୍ତା ୨୩ ତାରିଖରେ ପୁନଃ ଭୋଟ ଗ୍ରହଣ କରାଯିବ ବୋଲି
Read More...

ଶ୍ରୀମନ୍ଦିର ଗର୍ଭଗୃହରୁ ମହାପ୍ରଭୁଙ୍କ ଦର୍ଶନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀମନ୍ଦିର ଗର୍ଭଗୃହରୁ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି । ଏଥିସହ ମା ମହାଲକ୍ଷ୍ମୀ ଓ ମା ବିମଳାଙ୍କୁ ମଧ୍ୟ ଦର୍ଶନକରିଛନ୍ତି । ନୀଳଚକ୍ର ଉପରେ ବାନା ବାନ୍ଧିବାର ଦୃଶ୍ୟ ଦେଖିଛନ୍ତି । କୌଳିକ ପଣ୍ଡା ଦ୍ୱାରା ବାପାଙ୍କ ଦସ୍ତଖତ ଦେଖି
Read More...

କୋଟଗଡ଼ରେ ୮୨% ଭୋଟ

ଫୁଲବାଣୀ/ବାଲିଗୁଡା,୧୯/୨: କନ୍ଧମାଳ ଜିଲ୍ଲାର କୋଟଗଡ ବ୍ଲକରେ ମତଦାନ ଶାନ୍ତିପୂର୍ଣ୍ଣ ରହିଛି । ମାଓ ସମସ୍ୟା ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ଏହି ବ୍ଲକରେ ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । କୋଟଗଡ ବ୍ଲକରେ ୮୨.୬୯ ଶତକଡା ମତଦାନ ସାବ୍ୟସ୍ତ ହୋଇଛି । କୋଟଗଡ ଓ
Read More...

ଆଜିବି ବଞ୍ଚିଛି ମାନବିକତା: ରୋଗୀଙ୍କୁ ଫେରାଇଲେ ଟଙ୍କା ଓ ଜରୁରୀ କାଗଜପତ୍ର

ଫୁଲବାଣୀ,୧୯/୨:- ମାନବିକତା ଦେଖାଇଛନ୍ତି ରୋଗୀବୁହା ଯାନର କର୍ମଚାରୀ । ଭଲ ହୋଇ ଘରକୁ ଫେରିଯାଇଥିବା ଜଣେ ବ୍ୟକ୍ତିଙ୍କୁ କର୍ମଚାରୀମାନେ ୬ ହଜାର ଟଙ୍କା ସହିତ ଘରର ସମସ୍ତ କାଗଜପତ୍ର ଓ ଅନ୍ୟ କେତେକ ସାମଗ୍ରୀ ଫେରାଇଛନ୍ତି । ଶୁକ୍ରବାର ଫୁଲବାଣୀ ଡାକ୍ତରଖାନା ପରିସରରେ କର୍ମଚାରୀମାନେ ଟଙ୍କା
Read More...

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀମନ୍ଦିର ଗର୍ଭଗୃହରୁ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା

ପୁରୀ,୧୯/୧- ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀମନ୍ଦିର ଗର୍ଭଗୃହରୁ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି । ଏଥିସହ ମା ମହାଲକ୍ଷ୍ମୀ ଓ ମା ବିମଳାଙ୍କୁ ମଧ୍ୟ ଦର୍ଶନ କରିଛନ୍ତି । ନୀଳଚକ୍ର ଉପରେ ବାନା ବାନ୍ଧିବାର ଦୃଶ୍ୟ ଦେଖିଛନ୍ତି । କୌଳିକ ପଣ୍ଡା ଦ୍ୱାରା ବାପାଙ୍କ ଦସ୍ତଖତ
Read More...

ଟେଷ୍ଟ ଅଧିନାୟକ ହେଲେ ରୋହିତ ଶର୍ମା, ଶ୍ରୀଲଙ୍କା ବିପକ୍ଷ ସିରିଜ ପାଇଁ ଦଳ ଘୋଷଣା କଲା ଭାରତ

ନୂଆଦିଲ୍ଲୀ : କ୍ରିକେଟ୍‌ ବୋର୍ଡ ଅଫ୍‌ ଇଣ୍ଡିଆ (ବିସିସିଆଇ) ଶନିବାର ଶ୍ରୀଲଙ୍କା ବିପକ୍ଷ ଆଗାମୀ ଟି -୨୦ ଏବଂ ଟେଷ୍ଟ ସିରିଜ୍‌ ପାଇଁ ଦଳ ଘୋଷଣା କରିଛି । ରୋହିତ ଶର୍ମାଙ୍କୁ ଟେଷ୍ଟ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଥିବା ବେଳେ ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ଟି-୨୦ ସିରିଜ ପାଇଁ ବିଶ୍ରାମ
Read More...

ମଡେଲ ଡିଗ୍ରୀ କଲେଜର ବିଭିନ୍ନ ସମସ୍ୟା ନେଇ ଛାତ୍ରଙ୍କ ଧାରଣା

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ସଦର ନିକଟସ୍ଥ ପିପିଲିପାଲ ସ୍ଥିତ ମଡେଲ ଡିଗ୍ରୀ କଲେଜରେ ଛାତ୍ର ଅଶାନ୍ତି ଦେଖା ଯାଇଥିବା ଜଣାପଡିଛି । ଛାତ୍ରମାନେ ବିଭିନ୍ନ ଦାବି ପୂରଣ ପାଇଁ ରାଜରାସ୍ତାକୁ ଓହ୍ଲାଇ ଧାରଣାରେ ବସିଛନ୍ତି । ନଭେମ୍ବର ମାସଠାରୁ ପାଠପଢା ଆରମ୍ଭ ହୋଇଥିଲେ ମଧ୍ୟ, ଜାନୁଆରୀ
Read More...

ଆସନ୍ତାକାଲି ଶେଷ ଟି-୨୦; ବିରାଟ ଓ ପନ୍ତଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିପାରେ ସୁଯୋଗ

କୋଲକତା : ଭାରତ ଏବଂ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ତିନି ମ୍ୟାଚ୍‌ ବିଶିଷ୍ଟ ଟି -୨୦ ସିରିଜର ଶେଷ ମ୍ୟାଚ୍‌ ଆସନ୍ତାକାଲି ଅର୍ଥାତ୍‌ ଫେବୃଆରୀ ୨୦ ରେ କୋଲକାତାର ଇଡେନ୍‌ ଗାର୍ଡେନ୍‌ ଗ୍ରାଉଣ୍ଡରେ ଖେଳାଯିବ । ପ୍ରଥମ ଦୁଇଟି ମ୍ୟାଚ୍‌ରେ ବିଜୟୀ ହୋଇ ସିରିଜରେ ଅଗ୍ରଣୀ ହାସଲ କରିଥିବା ଟିମ୍‌ ଇଣ୍ଡିଆ
Read More...

ମାର୍ଚ୍ଚ ୨୭ରୁ ଆଇପିଏଲ ! ଖୁବଶୀଘ୍ର ଚୂଡାନ୍ତ କାର୍ଯ୍ୟସୂଚୀ ଘୋଷଣା କରିବ ବିସିସିଆଇ

ନୂଆଦିଲ୍ଲୀ : ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍‌)ର ୧୫ ତମ ସିଜନ୍ ଆସନ୍ତା ମାସ ଶେଷରେ ଆରମ୍ଭ ହେବ ଏବଂ ଏହାର ଫାଇନାଲ୍ ମେ ମାସ ଶେଷରେ ଖେଳାଯିବ । କ୍ରିକେଟ୍ ବୋର୍ଡ ଅଫ୍ ଇଣ୍ଡିଆ (ବିସିସିଆଇ) ଆସନ୍ତା ସପ୍ତାହରେ ଆଇପିଏଲ୍ ୨୦୨୨ ପାଇଁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ କରିବ । କରୋନା
Read More...