ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
କୋରାପୁଟ: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା ସୁନାବେଡା ଏନଏସିର ସହକାରୀ ଯନ୍ତ୍ରୀ ମନୋଜ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି । ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ।!-->…
Read More...
Read More...