ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଜେଡ଼ି ପକ୍ଷରୁ ନାମାଙ୍କନ ପତ୍ର ଦାଖଲ
ବାଲିଗୁଡ଼ା: ସବୁ କଳ୍ପନା ଜଳ୍ପନା ପରେ ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ମୋହର ବାଜିବା ପରେ ଆଜି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରଷଦର ୧୩ଟି ୱାର୍ଡ ଓ ଅଧ୍ୟକ୍ଷ ପଦ ପାଇଁ ବିଜେଡ଼ି ପକ୍ଷରୁ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ବାଲିଗୁଡ଼ା!-->…
Read More...
Read More...