ଲୋକସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ : ଟିକାକରଣ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ
ନୂଆଦିଲ୍ଲୀ : ଆଜିଠୁ ଆରମ୍ଭ ହୋଇଛି ସଂସଦର ବଜେଟ ଅଧିବେଶନ । ଅଧିବେଶନର ଆଜି ପ୍ରଥମ ଦିବସରେ ଗୃହରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଲୋକସଭାରେ ଆଗତ ୨୦୨୧-୨୨ ବର୍ଷର ରିପୋର୍ଟରେ କୁହାଯାଇଛି ଯେ ଚଳିତ ୨୦୨୧-୨୨ ଆର୍ଥିକ ବର୍ଷରେ!-->…
Read More...
Read More...